୨ୟ କରନ୍ତିୟ 11:6 - ସତିଅର୍ ବାଟ୍ ନୁଆ ନିୟମ୍ 20206 ମୁଇ ଅଦିକ୍ କାତା କଇ ନାପାର୍ଲେ ମିସା, ସତ୍ ସିକିଆ ଜାନିଆଚି । ଆରି ମୁଇ ତମ୍କେ ଜେଡେବେଲେ ଜାକ ଏ ସିକିଆ ଦେଇତେରଇଲି, ଏଟା ତମ୍କେ ଜାନାଇଆଚି । အခန်းကိုကြည့်ပါ။ |
ଆମେ ଲୁଚ୍ତେ ରଇବା କାମ୍ କି ଲାଜ୍ କରାଇବା କାମ୍ କରୁନାଇ । ଆମେ ଲକ୍ମନ୍କେ ନାଡାଉ ନାଇ । ଆମେ ଜାନାଇତେରଇବା ମାପ୍ରୁର୍ ବାକିଅ ତେଇ ମିଚ୍ ସିକିଆ ମିସାଉ ନାଇ । ମାତର୍ ସବୁଲକ୍ ବୁଜ୍ଲାପାରା ସତ୍ ସିକିଆ ଦେଲୁନି । ଜେନ୍ତାର୍ କି, ମୁଇ କଇଲା ବାକିଅ ଲକ୍ମନ୍ ତାକର୍ ବିବେକ୍ଟାନେ ସତ୍ ବଲି ଜାନ୍ବାଇ । ଆମେ କର୍ବା ସବୁ କାମ୍ ପର୍ମେସରର୍ ମୁଆଟେ ଆଚେ ।