7 ତମ୍କେ ମୁଇ ଜେଡେବେଲେ ସୁବ୍କବର୍ ଜାନାଇରଇଲି, କେବେ ମିସା ମର୍ ବୁତି ମାଙ୍ଗି ନାଇ । ତମ୍କେ ମୁକିଅ ଲକ୍ କରାଇବାକେ ମୁଇ ନିଜେ ତଲ୍କେ ଅଇଲି । ମୁଇ କରିରଇଲାଟା ବୁଲ୍ ରଇଲା କି ?
ମୁଇ କାର୍ ସୁନା, ରୁପା କି ଲୁଗାପଚିଆ ମିଲାଇବି ବଲି ଆସା କରିନାଇ ।
ମର୍ ଏ ଦୁଇଟା ଆତେ କସ୍ଟ କରି, ମର୍ ପାଇ ଆରି ମର୍ସଙ୍ଗ୍ ରଇବାଲକର୍ ପାଇ, ଦର୍କାର୍ ରଇଲାଟା ପୁରାପୁରୁନ୍ କଲିଆଚି ଏଟା ତମେ ଜାନିଆଚାସ୍ ।
ମୁଇ ପାଉଲ୍ ଏଟା ଲେକ୍ଲିନି, ମୁଇ କିରିସ୍ଟ ଜିସୁର୍ ଗଟେକ୍ ସେବାକାରିଆ । ପର୍ମେସର୍ ମକେ ବାଚ୍ଲା ଆରି ତାର୍ ନିମାନ୍ କବର୍ ଜାନାଇବାକେ ସର୍ପିଦେଲା । ରମ୍ ରାଇଜେ ରଇବା ତମର୍ ସବୁଲକର୍ପାଇ ମୁଇ ଏ ଚିଟି ପାଟାଇଲିନି ।
ତମର୍ ଟାନେଅନି ଏଟା ଆସା କର୍ବାକେ ଜଦି ବିନ୍ ଲକ୍ମନର୍ ଅଦିକାର୍ ଆଚେ, ସେନ୍ତି ବଇଲେ ତାକର୍ଟାନେଅନି ଆମର୍ ଅଦିକାର୍ ବେସି ନଏଁ କି ? ଏଲେ ମିସା ସେ ଅଦିକାର୍ ଆମେ ବେବାର୍ କରୁନାଇ, ମାତର୍ କିରିସ୍ଟର୍ ସୁବ୍କବର୍କେ କାଇମିସା ଅସୁବିଦା ନ ଆସ ବଲି ଆମେ ସବୁ ରକାମର୍ କସ୍ଟ ମୁର୍ଚି କରି ରଇଲୁନି ।
ଅବ୍କା ଜିଇବା କାଇବାକେ ମୁଇ ଆରି ବର୍ନବା ଆବଡ୍ କାମ୍ କର୍ତେ ରଇବୁ କି ?
ମୁଇ ପାଉଲ୍ ତମ୍କେ ବାବୁଜିଆ କଲିନି, ମୁଇ ତମର୍ ସଙ୍ଗ୍ ରଇଲାବେଲେ, ତମ୍କେ ଲାଗ୍ବାକେ ଡର୍ସି ବଲି କେତେଲକ୍ କଇଲାଇନି । ମାତର୍ ଲେକ୍ବାକେ ସାଆସ୍ ଅଇକରି ବାଦ୍ଲାପାରା ଲେକ୍ଲାନି ବଲି କଇଲାଇନି । ଆମେ କିରିସ୍ଟର୍ ସଙ୍ଗ୍ ଗାଲୁନି, ଜେ କି ବେସି ସୁଆଲ୍ ଆରି ଦରମ୍ । ସେଟା ନେଇକରି ବାବୁଜିଆ କଲିନି ।
ସେନ୍ତାର୍ଆଲେ ଆମେ ଜାଇକରି କିରିସ୍ଟର୍ ସୁବ୍କବର୍ ତମର୍ ଜାଗାଇ ଅନି ତେନ୍କର୍ ଜାଗା ମନ୍କେ ଜାନାଇବୁ । କାଇକେବଇଲେ ଆମ୍କେ ଦେଇରଇବା କାମେସେ ଆମେ ବଡ୍ପନ୍ ଅଇବୁ ବଲି ମନ୍ କଲୁନି । ବିନ୍ ଲକ୍ କରିରଇବା କାମ୍ଟାନେ ବଡ୍ପନ୍ ନ ଅଉଁ ।
ବିନ୍ ମଣ୍ଡଲିମନ୍କେ ମୁଇ ଜାଇଟା କରିରଇଲି, ସେ ସମାନ୍ ବିସଇସେ ତମର୍ପାଇ ମିସା କଲି । ଏତ୍କି ସେ ଜେ ତମ୍କେ ବୁତି ମାଙ୍ଗି ତମର୍ ଉପ୍ରେ ବଜ୍ ଚାପାଇନାଇ । ଜଦି ସେଟା ମର୍ ବୁଲ୍ ଅଇଲା ଆଚେ ବଇଲେ ମକେ କେମା କରିଦିଆସ୍ ।
କିସ୍ଟର୍ ସୁବ୍କବର୍ ଜାନାଇବାକେ ମୁଇ ଜେଡେବେଲେ ଆଇଲି, ତର୍ଆୟାଇ ସେବା କାମର୍ପାଇ ମାପ୍ରୁର୍ ବାଟ୍ ମେଲାଅଇଆଚେ ବଲି ମୁ ଜାନି ପାର୍ଲି ।
ଏ ବାଇବଇନିମନ୍ ଆମେ ଆବଡ୍ ଅଇ ଗାଗ୍ଡେ ବାଦିଜାଇରଇଲେ ମିସା ମାନିଅଇ କାମ୍ କଲାଟା ତମ୍କେ ମନେରଇସି । ଆମେ ଜେନ୍ତିକି ତମର୍ ଉପ୍ରେ ବଜ୍ ନ ଅଇକରି, ଏଟାର୍ପାଇ ଦିନ୍ ରାତି କସ୍ଟ ପାଇ ପର୍ମେସରର୍ ସୁବ୍କବର୍ ତମ୍କେ ଜାନାଇରଇଲୁ ।
କାର୍ ଗରେ ମିସା ଉଜେ ଉଜେ ମାଙ୍ଗି ନ କାଇତେରଇଲୁ । ତମର୍ ବିତ୍ରେ କାର୍ମିସା ବଜ୍ ପାରା ନ ଅଇ ରଇକରି କସ୍ଟ ପାଇ, ଆବଡ୍ ପାଇଟି କରି ଦିନ୍ରାତି କାମ୍ କର୍ତେରଇଲୁ ।