୨ୟ କରନ୍ତିୟ 12:10 - ସତିଅର୍ ବାଟ୍ ନୁଆ ନିୟମ୍ 202010 ସେଟାର୍ ପାଇ ମକେ କିରିସ୍ଟର୍ ଲାଗି ଜେତ୍କି ସବୁ ଗଟ୍ସି, ମୁଇ ସାର୍ଦା ଅଇ ରଇବି । ଜେନ୍ତିକି ମର୍ଗାଗଡ୍ ଦୁର୍ବଲ୍ ରଇଲେ ମିସା, ନିନ୍ଦା ପାଇଲେ ମିସା, ଦୁକ୍ କସ୍ଟ ଅଇରଇଲେ ମିସା, ଆରି ସାଦ୍ବାନ୍ଦ୍ ଅଇ ଦୁକ୍ କସ୍ଟ ପାଇଲେ ମିସା । କାଇକେବଇଲେ ଜେଡେବେଲେ ମୁଇ ଦୁର୍ବଲ୍ ଅଇଆଚି, ସେଡ୍କି ବେଲେ ମୁଇ ବପୁ ଅଇଆଚି । အခန်းကိုကြည့်ပါ။ |
ମାତର୍ ସେ ଏନ୍ତାରି କଇଲା, “ତମ୍କେ ଜେତ୍କି ସବୁ ଲଡା ଆଚେ, ମର୍ ଜିବନ୍ ଦୁକାଇଲାଟା, ସେଟା ପୁରାପୁରୁନ୍ କର୍ବାକେ ଅଇସି । କାଇକେବଇଲେ ଜେଡେବେଲେ ତୁଇ ଦୁର୍ବଲ୍ ରଇସୁ, ସେବେଲେ ମର୍ ବପୁ ନିକକରି ଡିସ୍ସି ।” ତେବେ ମର୍ ଦୁର୍ବଲ୍ ବିସଇନେଇ ବଡ୍ପନ୍ ଅଇକରି କଇବାକେ ମକେ ବେସି ସାର୍ଦା ଲାଗ୍ସି । କାଇକେବଇଲେ ମୁଇ ଦୁର୍ବଲ୍ ରଇଲାବେଲେ କିରିସ୍ଟର୍ ବପୁ ମକେ ସାଇଜ କର୍ବାଟା ଜାନ୍ଲିନି ।