୨ୟ କରନ୍ତିୟ 12:12 - ସତିଅର୍ ବାଟ୍ ନୁଆ ନିୟମ୍ 202012 ଜେଡେବେଲେ ମୁଇ ତମର୍ଟାନେ ରଇଲି, ସେ ବେଲେ ମୁଇ ମୁର୍ଚିକରି ରଇବା କାବା ଅଇଜିବା କାମ୍ମନ୍ ଆରି ଚିନ୍ମନ୍ ତମେ ଦେକିରଇଲାସ୍ । ସେଟା ଦେକି ମୁଇ ଗଟେକ୍ ପେରିତ୍ ବଲି ତମେ ଜାନ୍ଲାସ୍ । အခန်းကိုကြည့်ပါ။ |
ଆମେ ଲୁଚ୍ତେ ରଇବା କାମ୍ କି ଲାଜ୍ କରାଇବା କାମ୍ କରୁନାଇ । ଆମେ ଲକ୍ମନ୍କେ ନାଡାଉ ନାଇ । ଆମେ ଜାନାଇତେରଇବା ମାପ୍ରୁର୍ ବାକିଅ ତେଇ ମିଚ୍ ସିକିଆ ମିସାଉ ନାଇ । ମାତର୍ ସବୁଲକ୍ ବୁଜ୍ଲାପାରା ସତ୍ ସିକିଆ ଦେଲୁନି । ଜେନ୍ତାର୍ କି, ମୁଇ କଇଲା ବାକିଅ ଲକ୍ମନ୍ ତାକର୍ ବିବେକ୍ଟାନେ ସତ୍ ବଲି ଜାନ୍ବାଇ । ଆମେ କର୍ବା ସବୁ କାମ୍ ପର୍ମେସରର୍ ମୁଆଟେ ଆଚେ ।