୨ୟ କରନ୍ତିୟ 12:14 - ସତିଅର୍ ବାଟ୍ ନୁଆ ନିୟମ୍ 202014 ଦେକା, ଏଟା ସଙ୍ଗ୍ ତିନ୍ ତର୍ ଅଇଲାବେ ମୁଇ ତମର୍ଲଗେ ବୁଲି ଆଇବି ବଲି ଜାଗିଆଚି । ଆଗର୍ ପାରା ଏବେ ମିସା ତମର୍ଟାନେ ଅନି କାଇଟା ନ ମାଙ୍ଗି । ତମେ ଦେବାଟା ମୁଇ ମନ୍ କରିନାଇ, ତମର୍ ଆଲାଦ୍ ମନ୍ କଲିନି । ଏନ୍ତାରି ନଏଁ ଜେ ପିଲାମନ୍ ଆୟା ବାବାର୍ପାଇ ସଙ୍ଗଇବାଇ, ମାତର୍ ଆୟାବାବା ପିଲାମନର୍ ପାଇ ସଙ୍ଗଇବାର୍ ଆଚେ । အခန်းကိုကြည့်ပါ။ |