୨ୟ କରନ୍ତିୟ 12:15 - ସତିଅର୍ ବାଟ୍ ନୁଆ ନିୟମ୍ 202015 ସତଇସେ ମର୍ ଜେତ୍କି ସବୁ ଆଚେ, ସେଟା ସବୁଜାକ ତମ୍କେ ଦେବାକେ ମୁଇ ସାର୍ଦା ଅଇବି । ଜେନ୍ତାରି କି ତମ୍କେ ସାଇଜ କର୍ବାକେ ମର୍ ଗାଗଡ୍ ମିସା ସର୍ପି ଅଇଦେବି । ତମର୍ ପାଇ ରଇବା ମର୍ ଆଲାଦ୍ ଅଦିକ୍ ଅଦିକ୍ ଅଇ ଆଇଲାନି, ମାତର୍ ମର୍ ପାଇ ରଇବା ତମର୍ ଆଲାଦ୍ ଉନା ଅଇ ଆଇଲାନି । အခန်းကိုကြည့်ပါ။ |
ମାତର୍ ଆମ୍କେ ଦୁକ୍ କସ୍ଟ ଅଇଲେ, ସେଟା ତମର୍ ଦୁକ୍ ସାରାଇବାକେ ଆରି ନ ସାର୍ବା ଜିବନ୍ ପାଇବାକେ । ସେନ୍ତାରିସେ ଜେଡେବେଲେ ଆମେ ପର୍ମେସରର୍ ଟାନେଅନି ସାଇଜ ମିଲାଇବୁ, ସେଟା ତମର୍ପାଇ ମିସା ସାଇଜ ମିଲ୍ଲା ପାରା । ଏନ୍ତାରି ସେ ତମର୍ ବିସ୍ବାସ୍ କର୍ବାଟା ଡାଟ୍ କରାଇସି, ଜେନ୍ତିକି ଆମେ ଦୁକ୍କସ୍ଟ ଆଇଲେ ମିସା ମୁର୍ଚି କରି ଆଚୁ, ସେନ୍ତାରି ଦୁକ୍ କସ୍ଟ ଆଇଲେ ତମେ ମିସା ମୁର୍ଚି କରି ରଇପାରାସ୍ ।
ମାତର୍ ସେ ଏନ୍ତାରି କଇଲା, “ତମ୍କେ ଜେତ୍କି ସବୁ ଲଡା ଆଚେ, ମର୍ ଜିବନ୍ ଦୁକାଇଲାଟା, ସେଟା ପୁରାପୁରୁନ୍ କର୍ବାକେ ଅଇସି । କାଇକେବଇଲେ ଜେଡେବେଲେ ତୁଇ ଦୁର୍ବଲ୍ ରଇସୁ, ସେବେଲେ ମର୍ ବପୁ ନିକକରି ଡିସ୍ସି ।” ତେବେ ମର୍ ଦୁର୍ବଲ୍ ବିସଇନେଇ ବଡ୍ପନ୍ ଅଇକରି କଇବାକେ ମକେ ବେସି ସାର୍ଦା ଲାଗ୍ସି । କାଇକେବଇଲେ ମୁଇ ଦୁର୍ବଲ୍ ରଇଲାବେଲେ କିରିସ୍ଟର୍ ବପୁ ମକେ ସାଇଜ କର୍ବାଟା ଜାନ୍ଲିନି ।
ତମର୍ ମୁକିଅ ଲକ୍ମନର୍ କାତା ମାନିକରି ଆଦେସ୍ ଦେଲାଟା କରା । ସେମନ୍ ଜାଗୁଆଲ୍ମନର୍ ପାରା ନ ତାକିକରି ତମର୍ ଆତ୍ମାମନ୍କେ ଜତନ୍ କଲାନି । କାଇକେବଇଲେ ସେମନ୍କେ ତାକର୍ କରିରଇବା କାମ୍ ପର୍ମେସର୍ କେ ଇସାବ୍ ଦେବାକେ ପଡ୍ସି । ତମେ ଜଦି ତାକର୍ କାତା ମାନ୍ସା, ସେମନ୍ ସାର୍ଦା ସଙ୍ଗ୍ ସେବା କାମ୍ କର୍ବାଇ । ତମେ ତାକର୍ କାତା ନ ମାନ୍ଲେ, ସେମନ୍ ଦୁକ୍ ଅଇବାଇ । ତେବେ ତମ୍କେ କାଇ ସାଇଜ ନଏଁ ।