୨ୟ କରନ୍ତିୟ 12:17 - ସତିଅର୍ ବାଟ୍ ନୁଆ ନିୟମ୍ 202017 ମୁଇ ତମ୍କେ କେନ୍ତି ନାଡାଇଲି ? ମୁଇ ତମର୍ ଲଗେ ଜନ୍ ଲକ୍ମନ୍କେ ପାଟାଇ ରଇଲି, ସେମନର୍ ଦେଇ ନାଡାଇଲି କି ? အခန်းကိုကြည့်ပါ။ |
ସେଟାର୍ପାଇ ମୁଇ ତିମତିକେ ତମର୍ ଲଗେ ପାଟାଇ ଆଚି । ମୁଇ ତାକେ ଆଲାଦ୍ କଲିନି । ସେ ମର୍ ନିଜର୍ ପିଲା ପାରା ଆରି ମାପ୍ରୁର୍ ସେବାକାମେ ସବୁ ନିକସଙ୍ଗ୍ କର୍ସି । ଜେଡ୍କିବେଲେ ସେ ତମର୍ଟାନେ ଆଇସି, କିରିସ୍ଟର୍ତେଇ ମିସ୍ଲାର୍ ପାଇ ବଲି ମୁଇ କେନ୍ତି ଚଲାଚଲ୍ତି କଲିନି, ସେ ବିସଇନେଇ ସେ ତମ୍କେ କଇସି । ସେ ସମାନ୍ ବିସଇ, ସବୁ ମଣ୍ଡଲିର୍ ବିସ୍ବାସିମନ୍କେ ମୁଇ ସିକାଇଲିନି ।
ତେବେ ମୁଇ ବାବ୍ଲି, ଏ ବାଇବଇନିମନ୍, ମୁଇ ଜିବା ଆଗ୍ତୁ ସେମନ୍ ଜାଇକରି ଜନ୍ ଦାନ୍ ତମେ ଦେବୁ ବଲି କଇତେରଇଲାସ୍, ସେଟା ଜମାଇକରି ସଙ୍ଗଇବାକେ ସେମନ୍କେ ବାବୁଜିଆ କର୍ବି । ଜଦି ଆମେ ସେନ୍ତାରି କର୍ବୁ ବଇଲେ, ଦାନ୍ ଦେବା ଡାବୁ ମୁଇ ଆଇଲା ବେଲେ, ଜାଗ୍ରତ୍ ଅଇରଇସି । ଆରି ସେଟା ତମେ ନିଜେ ମନ୍ କରି ଦେଲାସ୍ । ବାଦିଅ କଲାକେ ଦିଆସ୍ ନାଇ ବଲି ଜାନାପଡ୍ସି ।