୨ୟ କରନ୍ତିୟ 12:18 - ସତିଅର୍ ବାଟ୍ ନୁଆ ନିୟମ୍ 202018 ମୁଇ ତିତସ୍କେ ତମର୍ ଲଗେ ଜିବାକେ ବାବୁଜିଆ କଲି । ଆରି ତାର୍ସଙ୍ଗ୍ ଜିବାକେ ଗଟେକ୍ ବିସ୍ବାସି ବାଇକେ ମିସା ପାଟାଇରଇଲି । ତିତସ୍କାଇ ତମର୍ ଲଗେ ଅନି କାଇଟା ଲାବ୍ କଲା ଆଚେ କି ? ତିତସ୍ ତମ୍କେ ନାଡାଇଲା ବଲି ତମେ କଇନାପାରାସ୍ । କାଇକେବଇଲେ, ସେ ଆରି ମୁଇ, ଆମେ ସୁକଲ୍ କାମର୍ ପାଇସେ ଏଟା କଲୁନି । အခန်းကိုကြည့်ပါ။ |