୨ୟ କରନ୍ତିୟ 12:21 - ସତିଅର୍ ବାଟ୍ ନୁଆ ନିୟମ୍ 202021 ମୁଇ ଚିନ୍ତାଇ ଆଚି ଜେ, ମୁଇ ଆରିତରେକ୍ ଆଇଲାବେଲେ, ତମର୍ ମୁଆଟେ ମକେ ପର୍ମେସର୍ ଲାଜ୍ କରାଇସି । ଆରି ମୁଇ ବେସି ଦୁକ୍ ଅଇବି । କାଇକେବଇଲେ, ଆଗେ ଜେତ୍କି ଲକ୍ ପାପ୍ କରି ଆଚତ୍ ବଲି ମୁଇ ଜାନିଆଚି । ସେମନ୍ ଏବ୍କେ ଜାକ ତାକର୍ କାରାପ୍ ଚଲାଚଲ୍ତିର୍ ଲାଗି ମାନି ଅଅତ୍ ନାଇ । ଜନ୍ଟାକି ନିଜର୍ କାରାପ୍ ମନ୍ କଲା ଇସାବେ ବଁଚ୍ବାଟା ଆରି ବେସିଆ କାମ୍ କର୍ବାଟା । အခန်းကိုကြည့်ပါ။ |
ସଦମ୍ ଗମ୍ରା ଆରି ତାର୍ ଚାରିବେଟ୍ତି ରଇବା ନଅର୍ମନର୍ ବିସଇ ଏତାଇଦେକା । ନ ଲିବ୍ବା ଜଇଟାନେ ଡଣ୍ଡ୍ ଇସାବେ ସେମନ୍ ଜେତ୍କି ଦୁକ୍ କସ୍ଟ ପାଇଲାଇ, ସେଟା ସବୁଲକର୍ପାଇ ଗଟେକ୍ ଜାଗ୍ରତ୍ ଅଇରଇବା ବିସଇ । ସେମନ୍ ଅବ୍କା ପାଦ୍ରା ପାଦ୍ରି କାମ୍ସେ କରତ୍ନାଇ ମାତର୍ ମନସ୍ ମନସ୍ ବିତ୍ରେ ମାଇଜି ମାଇଜି ବିତ୍ରେ ବେସିଆ କାମ୍ କର୍ତେ ରଇଲାଇ ।
ମାତର୍ ଜେ ମର୍ସଙ୍ଗ୍ ଆଇବାକେ ଡର୍ବାଇ, ଆରି ବିସ୍ବାସ୍ ନ କରତ୍, ଜାର୍ ଚଲାଚଲ୍ତି କାରାପ୍, ଜେ କି ନର୍ମାରୁମନ୍ ଆଚତ୍, ଜନ୍ ଲକ୍ମନ୍ କାରାପ୍ ରିତିନିତି ଅବିଆସ୍ କର୍ବାଇ, ଜନ୍ଲକ୍ମନ୍ ମଁତର୍ ଜଁତର୍ କର୍ବାଇ ଆରି ଜନ୍ ଲକ୍ମନ୍ ମିଚ୍ ଦେବ୍ତାମନ୍କେ ଜୁଆର୍ କର୍ବାଇ, ଆରି ଜେତ୍କି ସବୁ ମିଚୁଆମନ୍ ରଇବାଇ, ତାକର୍ ସେସର୍ ବେଲା ଏନ୍ତାରି ଅଇସି । ସେମନ୍କେ ଲାଗ୍ତେରଇବା ଗନ୍ଦ୍ଟାନେ ପିଙ୍ଗା ଅଇସି । ସେଟା ଅଇଲାନି ପଚର୍ ମରନ୍ ।