3 ମାତର୍ ମୁଇ ଜାନିଆଚି, ତାକେ ସର୍ଗେ ନେଲାଇ ବଲି । ମୁଇ ଆରି ତରେକ୍ କଇଲିନି ସେ ସତଇସେ ତେଇ ଗାଲା କି ଦର୍ସନେସେ ସରଗ୍ ଦେକାଇ ଅଇରଇଲା, ସେଟା ମୁଇ ନାଜାନି । ସେଟା ପର୍ମେସର୍ସେ ଜାନେ ।
ଜିସୁ ତାକେ କଇଲା, “ମୁଇ ତକେ ସତ୍ କଇଲିନି, ଆଜିସେ ତୁଇ ମର୍ସଙ୍ଗ୍ ପାରଦେସେ ରଇସୁ ।”
ମକେ ଆଲାଦ୍ ନାଇକେ ମାଙ୍ଗେ ନାଇ ବଲି ବାବ୍ଲାସ୍ନି କି ? ମାତର୍ ମୁଇ ତମ୍କେ ସତଇସେ ଆଲାଦ୍ କର୍ବାଟା ପର୍ମେସର୍ ଜାନେ ।
ମୁଇ ଜାନିରଇବା ଗଟେକ୍ ବିସ୍ବାସି ଆଚେ । ଜାକେ କି ଚଉଦ ବରସର୍ ଆଗେ ସର୍ଗେ ନେଲାଇ । ସେ ସତ୍ରେ ସର୍ଗେ ଗାଲା କି ତାକେ ଦର୍ସନେ ସେ ସରଗ୍ ଦେକାଇଅଇଲା କି ନାଇ ବଲି ମୁଇ ନାଜାନି । ସେଟା ପର୍ମେସର୍ ସେ ଜାନେ ।