5 ଏ ଲକର୍ ବିସଇନେଇ ମୁଇ ବଡ୍ପନ୍ ଅଇ କାତା ଅଇବି, ମାତର୍ ମର୍ ନିଜର୍ ବିସଇନେଇ ବଡ୍ପନ୍ ଅଇ କାତା ନ ଅଇ । ମର୍ ଦୁର୍ବଲ୍ ରଇବା ବିସଇଟାନେସେ ମୁଇ ବଡ୍ପନ୍ ଅଇବି ।
ଏଟା କଲାର୍ ଲାଗି ଜିସୁ ଜିସାଇୟ ବବିସତ୍ବକ୍ତା ଜାନାଇ ରଇଲାଟା ପୁରାପୁରୁନ୍ ସିଦ୍କଲା । ବବିସତ୍ବକ୍ତା କଇରଇଲା “ଆମର୍ ଦୁକାସୁକା ସବୁ ନିଜେ ନେଲା ଆରି ଆମର୍ ଜର୍ଦୁକା ବଇଲା ।”
ସେବେଲେ ମୁଇ ତମର୍ ଲଗେ ଦୁର୍ବଲ୍ ଅଇ ଡରିକରି ରଇଲି ଆରି ତର୍ତରି ଗଜ୍ଗଜି ରଇଲି ।
ମୁଇ ବଡ୍ପନ୍ ଅଇ କାତା ଅଇବାକେ ମନ୍ କରିନାଇ । ଜଦି ସେନ୍ତି କର୍ବାର୍ ଆଲେ, ମକେ ଗଟିରଇବା, ଦୁକ୍ କସ୍ଟ ବିସଇନେଇ ମୁଇ ବଡ୍ପନ୍ ଅଇବି । ସେନ୍ତାର୍ଆଲେ ମୁଇ କେତେ ଦୁର୍ବଲ୍ ଆଚି ବଲି ତମେ ଜାନ୍ସା ।
ସେନ୍ତାର୍ଆଲେ ମୁଇ ବଡ୍ପନ୍ ଅଇ କଇଲା ଟାନେ କାଇ ଲାବ୍ ନଇଲେ ମିସା ମୁଇ ବଡ୍ପନ୍ ଅଇ କାତା ଅଇବି । ଏବେ ମୁଇ ଦର୍ସନ୍ ବିସଇ ଆରି ମାପ୍ରୁ ମକେ ଜାନାଇଲା ବିସଇ ତମ୍କେ କଇବି ।