୨ୟ କରନ୍ତିୟ 12:7 - ସତିଅର୍ ବାଟ୍ ନୁଆ ନିୟମ୍ 20207 ମୁଇ ପର୍ମେସର୍ ଟାନେଅନି ବେସି ବଡିଆ ଦର୍ସନ୍ ପାଇଲିଆଚି ବଲିକରି ବଡ୍ପନ୍ ନ ଅଇବାକେ ପର୍ମେସର୍ ମକେ ଦୁକାଇବା ଗଟେକ୍ ରଗ୍ ଦେଲା । ଏ ରଗ୍ ସଇତାନର୍ ଦୁତ୍ପାରା ମାର୍ବାକେ ମର୍ ଗାଗଡେ ଆଚେ । ଜେନ୍ତି କି ମୁଇ ଆରି ବଡ୍ପନ୍ ନ ଅଇ । အခန်းကိုကြည့်ပါ။ |