୨ୟ କରନ୍ତିୟ 13:10 - ସତିଅର୍ ବାଟ୍ ନୁଆ ନିୟମ୍ 202010 ମୁଇ ନ ଆଇତେ ଏ ସବୁଜାକ ତମ୍କେ କାଇକେ ଲେକ୍ଲିନି ବଇଲେ, ଜେନ୍ତିକି ମୁଇ ଆଇଲାବେଲେ ମାପ୍ରୁ ମକେ ଦେଇରଇବା ଅଦିକାର୍ ସଙ୍ଗ୍ ତମ୍କେ ଡଣ୍ଡ୍ ଦେବାକେ ନ ପଡେ । ଜନ୍ ଅଦିକାର୍ ତମର୍ ବିସ୍ବାସ୍ ବଡାଇବାକେ ଦେଲାଆଚେ, ମାତର୍ ସେଟା ଉନା କର୍ବାକେ ନାଇ । အခန်းကိုကြည့်ပါ။ |