12 ତମେ ରୁଣ୍ଡ୍ଲା ବେଲେ ନିଜର୍ ନିଜର୍ ବିତ୍ରେ କିରିସ୍ଟର୍ ଆଲାଦେ ଜୁଆର୍ବେଟ୍ ଉଆ । ଇତି ରଇବା ପର୍ମେସରର୍ ଲକ୍ମନ୍ ତମ୍କେ ଜୁଆର୍ ଜାନାଇଲାଇନି ।
ତମେ ଜଦି ନିଜର୍ ନିଜର୍ ବାଇମନ୍କେସେ ଜୁଆର୍ କର୍ସା, ତେବେ ଆରି ଅଦିକ୍ କାଇଟା କଲାସ୍ନି ? ବିସ୍ବାସ୍ ନକଲା ଲକ୍ମନ୍ ମିସା ସେଟା କର୍ବାଇ ।
ତମର୍ ବିତ୍ରର୍ ଆଲାଦ୍ ଦେକାଇକରି ଗଟେକ୍ ଲକ୍ ଆରି ଗଟେକ୍ ଲକ୍କେ ଜୁଆର୍ବେଟ୍ ଉଆ । କିରିସ୍ଟର୍ ସବୁ ମଣ୍ଡଲି ତମ୍କେ ଜୁଆର୍ ଜାନାଇଲାନି ।
ଇତିର୍ ବାଇବଇନିମନ୍ ସବୁ ତମ୍କେ ଜୁଆର୍ ଜାନାଇଲାଇନି । ତମର୍ ତମର୍ ବିତ୍ରେ ଆତେ ଦାରାଦାରି ଅଇ କିରିସ୍ଟର୍ ଆଲାଦେ ସାଲାମ୍ କରି ଜୁଆର୍ବେଟ୍ ଉଆ ।
ସବୁ ବାଇମନ୍କେ ସୁକଲ୍ ରଇ, ଆତେ ଦାରି ଜୁଆର୍ କରା ।
ତମର୍ ବିତ୍ରେ ଆଲାଦ୍ ଆଚେ ବଲି ଦେକାଇବାକେ ଆତେ ଦାରି ଜୁଆର୍ କରାକରିଉଆ । କିରିସ୍ଟର୍ତେଇ ଜେତ୍କି ଲକ୍ ମିସ୍ଲାଇଆଚତ୍ ସେମନ୍ ସବୁ ଲକ୍କେ ସାନ୍ତି ମିଲ ।