୨ୟ କରନ୍ତିୟ 13:4 - ସତିଅର୍ ବାଟ୍ ନୁଆ ନିୟମ୍ 20204 କାଇକେବଇଲେ କୁର୍ସେ ଚଗାଇଲାବେଲେ ସେ ଦୁର୍ବଲ୍ ପାରା ଡିସ୍ଲେ ମିସା ପର୍ମେସରର୍ ବପୁସଙ୍ଗ୍ ସେ ବଁଚିଆଚେ । ସେନ୍ତାରିସେ କିରିସ୍ଟର୍ତେଇ ମିସି ରଇଲାର୍ପାଇ ଆମେ ମିସା ଦୁର୍ବଲ୍ ପାରା ଡିସ୍ଲୁନି । ମାତର୍ ପର୍ମେସରର୍ ବପୁ ସଙ୍ଗ୍ ଜିଇ ରଇବୁ ଆରି ତମର୍ ବିତ୍ରେ କର୍ବା ଜନ୍ କାମେ ମିସା ତାର୍ ବପୁ ରଇସି । အခန်းကိုကြည့်ပါ။ |