୨ୟ କରନ୍ତିୟ 13:6 - ସତିଅର୍ ବାଟ୍ ନୁଆ ନିୟମ୍ 20206 ମାତର୍ ମୁଇ ଆସା କଲିନିଜେ, ଆମେ ସବୁଲକ୍ କିରିସ୍ଟର୍ ପେରିତ୍ ଅଇଆଚୁ । အခန်းကိုကြည့်ပါ။ |
ମୁଇ ବେସି ଚିନ୍ତାଇ ଆଚି, ମୁଇ ତମର୍ ଟାନେ ଆଇଲାବେଲେ, ମନ୍ ନ କର୍ବା ଚଲାଚଲ୍ତି ତମର୍ ବିତ୍ରେ ଦେକ୍ବି ମିସା । ସେନ୍ତାରି ଅଇଲେ, ମୁଇ ତମ୍କେ ଦମ୍କାଇବାକେ ପଡ୍ସି ଆରି ସେଟା ତମେ ମନ୍ ନ କରାସ୍ । ତେଇ କେତେଟା ଜୁଜିଆଲ୍ମନ୍, ଇଁସ୍ଲିଆମନ୍, ଦାପ୍ରେ ରିସା ଅଉମନ୍, ନିଜର୍ ବିସଇ ଦେକାଇ ଅଉମନ୍, ତାର୍ ବାଇମନ୍କେ ନିନ୍ଦା କରୁମନ୍, ତିପ୍ଲିଆମନ୍, ବଡ୍ପନିଆମନ୍, ଆରି ବିସ୍ବାସିମନ୍ ଗଟେକ୍ ମନ୍ ନ ଅଇଲାଟା ଦେକ୍ବି ।