୨ୟ କରନ୍ତିୟ 13:7 - ସତିଅର୍ ବାଟ୍ ନୁଆ ନିୟମ୍ 20207 ତମେ କାଇ କରାପ୍ କାମ୍ ନ କରା ବଲି, ଆମେ ପର୍ମେସର୍କେ ଗୁଆରି କଲୁନି । ଇତି ପୁରାପୁରୁନ୍ ଟିକ୍ କରିଆଚୁ ବଲି ଆମେ ଦେକାଇବାକେ ଜାଉନାଇ, ମାତର୍ ସେଟା ନାପାରି ରଇଲେ ମିସା, ତମେ ଜେନ୍ତିକି ସତ୍କାମ୍ କର୍ସା, ଏଟାର୍ପାଇ ଆମେ ପାର୍ତନା କଲୁନି । အခန်းကိုကြည့်ပါ။ |