୨ୟ କରନ୍ତିୟ 13:9 - ସତିଅର୍ ବାଟ୍ ନୁଆ ନିୟମ୍ 20209 ଜଦି ଲକ୍ମନ୍ ଆମ୍କେ ଦୁର୍ବଲ୍ ଆଚତ୍ ବଲି କଇଲେ ମିସା, ଆମେ ସାର୍ଦାସଙ୍ଗ୍ ଆଚୁ । ତମେ ଆକା ବିସ୍ବାସେ ଡାଁଟ୍ ରଇବାର୍ଆଚେ । ଆରି ତମର୍ ଚଲାଚଲ୍ତି ସିଦ୍ ଅଇଜାଅ ବଲି ଆମେ ଗୁଆରି କଲୁନି । အခန်းကိုကြည့်ပါ။ |
ଚନେକର୍ ଆଇବା ଦୁକ୍କସ୍ଟ ମୁର୍ଚି ସାରାଇଲେ, ତମ୍କେ ପର୍ମେସର୍ କାଇ ଦସ୍ ନ ରଇବା, ତାର୍ ସିଦ୍ ଲକ୍ କରାଇସି । ତମର୍ ବିସ୍ବାସ୍ ଡାଟ୍ ଅଇବାକେ ସେ ତମ୍କେ ବପୁ ଦେଇସି । ଆରି ତମ୍କେ ନିକ କୁନାଦି ପାରା ତିଆର୍ କର୍ସି । କିରିସ୍ଟର୍ ସଙ୍ଗ୍ ମିସ୍ଲାର୍ପାଇ, ତାର୍ ନ ସାର୍ବା ମଇମାତେଇ ମିସ୍ବାକେ ତମ୍କେ ଡାକ୍ଲାଆଚେ । ସେ ତମ୍କେ ଜିବନ୍ ଦୁକାଇ ଦୟା କରି ଏ ସବୁ ବିସଇ କଲାଆଚେ ।