13 ମାତର୍ ଆମର୍ ବାଇ ତିତସ୍କେ ବେଟ୍ ନ ଅଇଲି ଜେ ମର୍ ମନେ ମନେ ବେସି ଚିନ୍ତା ରଇଗାଲା । ତେବର୍ ପାଇ ମୁଇ ତେଇର୍ ଲକ୍ମନ୍କେ ଗାଲିନିବେ ବଲି ତେଇଅନି ମାକିଦନିଆଇ ଉଟିଗାଲି ।
ଜିସୁ ଲକ୍ମନ୍କେ ପାଟାଇଲା ପଚେ, ପାର୍ତନା କର୍ବାକେ କୁପ୍ଲିଉପ୍ରେ ଗାଲା ।
ତାର୍ପଚେ ଆମେ ସେମନର୍ ସଙ୍ଗ୍, ଜୁଆର୍ବେଟ୍ ଅଇ ଜାଜେ ଚଗ୍ଲୁ, ସେମନ୍ ଗରେ ବାଉଡି ଗାଲାଇ ।
ମାକିଡନିଆ ଆରି ଗିରିସର୍ ଆକାୟାତେଇ ରଇବା ବିସ୍ବାସିମନ୍ ଜିରୁସାଲାମେ ରଇବା ଅର୍କିତ୍ ବିସ୍ବାସିମନର୍ପାଇ ଏ ସାଇଜ ପାଟାଇବାଟା ନିକ ରଇସି ବଲି ବାବ୍ଲାଇ ।
ମୁଇ ତିତସ୍କେ ତମର୍ ଲଗେ ଜିବାକେ ବାବୁଜିଆ କଲି । ଆରି ତାର୍ସଙ୍ଗ୍ ଜିବାକେ ଗଟେକ୍ ବିସ୍ବାସି ବାଇକେ ମିସା ପାଟାଇରଇଲି । ତିତସ୍କାଇ ତମର୍ ଲଗେ ଅନି କାଇଟା ଲାବ୍ କଲା ଆଚେ କି ? ତିତସ୍ ତମ୍କେ ନାଡାଇଲା ବଲି ତମେ କଇନାପାରାସ୍ । କାଇକେବଇଲେ, ସେ ଆରି ମୁଇ, ଆମେ ସୁକଲ୍ କାମର୍ ପାଇସେ ଏଟା କଲୁନି ।
ସେଟାର୍ପାଇ ତମେ ଆମ୍କେ ବେସି ସାର୍ଦା କରାଇଲାସ୍ । ଅବ୍କା ଆମେସେ ସାର୍ଦା ଅଇଲୁ ସେତ୍କି ନଏଁ, ମାତର୍ ତିତସ୍ ସାର୍ଦା ଅଇଲାଟା ଦେକିକରି ମିସା ଆମେ ସାର୍ଦା ଅଇଲୁ । ତମେ ସବୁ ତାକେ ସାର୍ଦା କରାଇଲାକେ ସେ ମିସା ସାର୍ଦା ଅଇରଇଲା ।
ତିତସ୍ ତମର୍ଟାନେ ନ ଆଇବା ଆଗ୍ତୁ, ମୁଇ ତମର୍ ବିସଇ ବଡ୍ପନ୍ ଅଇକରି ତାକେ କଇରଇଲି । ସେ ତମର୍ଟାନେ ଆଇଲାକେ ମୁଇ ବଡ୍ପନ୍ ଅଇକରି ସବୁ କଇଲାଟା ସତ୍ ବଲି ଜାନ୍ଲା । ତମେ ମକେ ଲାଜ୍ କରାସ୍ ନାଇ । ମୁଇ ତମ୍କେ ଜାଇଟା ସବୁ କଇଲି ଆଚି, ସେଟା ସତ୍ । ଆରି ତିତସ୍କେ ଜାଇଟା କଇରଇଲି ସେଟା ମିସା ସତ୍ ବଲି ଜାନାପଡ୍ଲାନି ।
ଆମେ ପର୍ମେସର୍କେ ଦନିଅବାଦ୍ ଦେଲୁନି, ଜେନ୍ତି ତମ୍କେ ସାଇଜ କର୍ବାକେ ମନ୍ କଲୁ, ସେନ୍ତାରିସେ ତିତସ୍କେ ମିସା ସାଇଜ କର୍ବାକେ ମନ୍ ଦେଲା ।
ଏବେ ତିତସର୍ ବିସଇ ଜାନ୍ବାର୍ ଆଲେ ସେ ତମ୍କେ ସାଇଜ କର୍ବାକେ ମର୍ ସଙ୍ଗ୍ କାମ୍ କଲାନି । ଆରି ସେ ଦୁଇଟା ବିନ୍ ବାଇମନ୍ ଇତିର୍ ବିସ୍ବାସିମନ୍ କଇଲାକେସେ ତାର୍ସଙ୍ଗ୍ ଗାଲାନି । ସେମନ୍ କର୍ବା କାମର୍ ଲାଗି କିରିସ୍ଟ ଡାକ୍ପୁଟା ଅଇସି ।
ତେବର୍ପାଇ ତିତସ୍ ଜେ କି ତମର୍ ବିତ୍ରେ ଏ କାମ୍ ଜେନ୍ତି ଆରାମ୍ କରିରଇଲା, ସେନ୍ତାରି ଆକା ତମର୍ ଆଲାଦର୍ ଦାନ୍ ସାରାଅ ବଲି ଆମେ ତାକେ ବାବୁଜିଆ କଲୁ ।
ଚଉଦ ବରସ୍ ପଚେ ବର୍ନବାର୍ ସଙ୍ଗ୍ ମୁଇ ଜିରୁସାଲମେ ବାଉଡିଆଇଲି । ଆମର୍ ସଙ୍ଗ୍ ତିତସ୍କେ ମିସା ଡାକି ନେଇରଇଲୁ ।
ମୁଇ କଇଲା ବିସଇ ସେମନ୍ ରାଜି ଅଇଲାଇ । କାଇକେବଇଲେ ମର୍ ସାଙ୍ଗ ତିତସ୍, ଗଟେକ୍ ଗିରିକ୍ ଲକ୍ ଅଇରଇଲେ ମିସା, ତାକେ ସୁନତ୍ ଅ ଆକା ବଲି ବାଦିଅ କରତ୍ ନାଇ ।
କାଇକେବଇଲେ ଦିମା ଏବେ ମକେ ଚାଡିକରି ତେସଲନିକି ଗାଲାଆଚେ । ସେ ଏ ଜଗତର୍ ବିସଇ ଅଦିକ୍ ମନ୍ କଲାନି । କର୍ସିନ୍ ଗାଲାତିଆଇ ଗାଲା, ଆରି ତିତସ୍ ଦୁଲ୍ମତି ଗାଲା ।
ଏ ତିତସ୍, ତର୍ପାଇ ମୁଇ ଏ ଚିଟି ଲେକ୍ଲିନି । ଆମେ ଜିସୁକିରିସ୍ଟକେ ବିସ୍ବାସ୍ କଲାର୍ପାଇ ତୁଇ ମର୍ ନିଜର୍ ପଅପାରା ଅଇ ଆଚୁସ୍ । ବାବା ପର୍ମେସର୍କେ ଆରି ଆମର୍ ଉଦାର୍କାରିଆ ଜିସୁକିରିସ୍ଟକେ ମୁଇ ବାବୁଜିଆ କଲିନି, ସେମନ୍ ତକେ ଦୟା ଦେକାଅତ୍ ଆରି ସାନ୍ତି ଦେଅତ୍ ।