୨ୟ କରନ୍ତିୟ 2:17 - ସତିଅର୍ ବାଟ୍ ନୁଆ ନିୟମ୍ 202017 କେତେକ୍ ଲକ୍ମନ୍ ପର୍ମେସରର୍ ବାକିଅ ବେବାର୍ କର୍ତେରଇବା ଜିନିସ୍ ପାରା ବାଇବାଇ, ମାତର୍ ଆମେ ସେନ୍ତାର୍ ନାଇ । କାଇକେବଇଲେ ପର୍ମେସର୍ ଆମ୍କେ ପାଟାଇଆଚେ । କିରିସ୍ଟର୍ ଗତିଦାଙ୍ଗ୍ଡା ଇସାବେ, ଆମେ ତାର୍ ମୁଆଟେ ସତ୍ ବାକିଅ ଜାନାଇବୁ । အခန်းကိုကြည့်ပါ။ |
ବାଇମନ୍ ଆମେ ବଡ୍ପନ୍ ଅଇକରି କଇବା ଗଟେକ୍ କାତା ଆଚେ । ସେଟା ଆମେ ସତ୍ ବଲି ଜାନ୍ଲୁନି ଆରି ସେଟା ଅଇଲାନି, । ସବୁଲକର୍ଟାନେ ଆରି, ତମର୍ଟାନେ ମିସା ଆମର୍ ଚଲାଚଲ୍ତି ସୁକଲ୍ ଆରି ଦରମ୍ ଆଚେ । ଏଟା ଆମର୍ ବିବେକ୍ ସାକି ଦେଲାନି । ଲକ୍ମନର୍ ଗିଆନ୍ ଇସାବେ ଆମେ କରୁନାଇ, ମାତର୍ ପର୍ମେସରର୍ ଜିବନ୍ ଦୁକାଇଲା ବପୁର୍ ସଙ୍ଗ୍ ଏ ସବୁଜାକ କଲୁନି ।
ଆମେ ଲୁଚ୍ତେ ରଇବା କାମ୍ କି ଲାଜ୍ କରାଇବା କାମ୍ କରୁନାଇ । ଆମେ ଲକ୍ମନ୍କେ ନାଡାଉ ନାଇ । ଆମେ ଜାନାଇତେରଇବା ମାପ୍ରୁର୍ ବାକିଅ ତେଇ ମିଚ୍ ସିକିଆ ମିସାଉ ନାଇ । ମାତର୍ ସବୁଲକ୍ ବୁଜ୍ଲାପାରା ସତ୍ ସିକିଆ ଦେଲୁନି । ଜେନ୍ତାର୍ କି, ମୁଇ କଇଲା ବାକିଅ ଲକ୍ମନ୍ ତାକର୍ ବିବେକ୍ଟାନେ ସତ୍ ବଲି ଜାନ୍ବାଇ । ଆମେ କର୍ବା ସବୁ କାମ୍ ପର୍ମେସରର୍ ମୁଆଟେ ଆଚେ ।
ଜନ୍ ଲକ୍ମନ୍ କବର୍ ଜାନାଇଲାଇନି, ଆମେ ପର୍ମେସରର୍ କବର୍ ଜାନାଇଲୁନି, ବଲି ଜାଗ୍ରତ୍ ରଇବାର୍ ଆଚେ । ଜନ୍ ଲକ୍ମନ୍ ତାକର୍ ବାଇବଇନିମନ୍କେ ସେବା କଲାଇନି, ଆମେ ପର୍ମେସର୍ ବପୁ ଦେଲାକେସେ, ସେବାକଲୁନି ବଲି ଏତାଅତ୍ । ତମେ କରିରଇବା ସବୁ କାମେ ଜିସୁକିରିସ୍ଟର୍ଟାନେଅନି ପର୍ମେସର୍ ଡାକ୍ପୁଟା ପାଅ । ସେ ଆକା କାଲ୍ କାଲ୍ ଜୁଗ୍ ଜୁଗ୍ ମଇମା ଆରି ବପୁ ପାଇସି । ଆମେନ୍ !
ଏ ଆଲାଦର୍ ବାଇବଇନିମନ୍, ଜଦି କେ ମିସା ପର୍ମେସରର୍ ଆତ୍ମା ମର୍ଟାନେ ଆଚେ, ବଲି କଇବା ଲକ୍ମନର୍ କାତା ବିସ୍ବାସ୍ କର୍ବାର୍ ନାଇ । ମାତର୍ ସେନ୍ତାରି ଲକର୍ଟାନେ ସତଇସେ ପର୍ମେସରର୍ ଆତ୍ମା ଆଚେ କି ନାଇ ଜାନ୍ବାକେ ମନ୍ଦିଆନ୍ ଦେଇ ସେ କଇବା କାତା ପରିକା କର୍ବାର୍ ଆଚେ । କାଇକେବଇଲେ ମିଚ୍ କାତା ସିକାଉମନ୍ ବେସି ଲକ୍ ବାରଇଆଚତ୍ । ପର୍ମେସରର୍ ଟାନେଅନି ମିଲାଇଲା କବର୍ ବଲି ସବୁବାଟେ ଗାଲାଇ ଆଚତ୍ ।
କାଇକେବଇଲେ ବିସ୍ବାସି ବଲି କେତେକ୍ ନାଡାଇବା ଲକ୍ କେ ନାଜାନ୍ତେ ପୁରିଆଚତ୍ । ଏ ଲକ୍ମନ୍ ପାଇବା ଡଣ୍ଡ୍ ଆଗର୍ କାଲେଅନି ସାସ୍ତରେ ଲେକାଅଇଆଚେ । ଏ ଲକ୍ମନ୍ ପର୍ମେସରର୍ ଅଦିକାର୍ ନାମତ୍ନାଇ । ଆମର୍ ପର୍ମେସର୍ ଦରମ୍ଟା ବଲି ଲକ୍ମନ୍ ଜେନ୍ତାର୍ ସେନ୍ତାର୍ ବେସିଆ କାମ୍ କଲେମିସା କାଇଟା ନଏଁ ବଲି କଇଲାଇନି । ମାପ୍ରୁ ଜିସୁକିରିସ୍ଟସେ ଆମର୍ ମାଲିକ୍ ବଲି ସେମନ୍ ନାମତ୍ନାଇ ।
ତେଇ ପସୁକେ ବନ୍ଦିକରି ନେଲାଇ । ତାର୍ ସଙ୍ଗ୍ ଜନ୍ ମିଚ୍ କଇବା ବବିସତ୍ବକ୍ତା, ଜେ କି ତାର୍ ମୁଆଟେ କାବାଅଇଜିବା କାମ୍ମନ୍ କର୍ତେରଇଲା, ତାକେ ମିସା ବନ୍ଦିଗରେ ନେଲାଇ । ଏ କାବାଅଇଜିବା କାମ୍ମନର୍ ଲାଗି ସେ ଲକ୍ମନ୍କେ ନାଡାଇରଇଲା । ଜନ୍ ଲକ୍ମନ୍ କି ପସୁର୍ ଚିନ୍ ଗଦିଅଇକରି ତାର୍ ମୁର୍ତିକେ ଜୁଆର୍ କର୍ତେରଇଲାଇ ସେ ପସୁ ଆରି ମିଚ୍ କଇବା ବବିସତ୍ବକ୍ତା ଦୁଇଲକ୍ଜାକ ଜିବନ୍ ରଇତେ ଗନ୍ଦ୍ ଅଇତେରଇବା ଜଇର୍ ଗାଡେ ପିଙ୍ଗାଅଇଲା ।