2 ଜଦି ମୁଇ ତମ୍କେ ଦୁକ୍ଦେବି, ତେବେ କେ ମକେ ସାର୍ଦା କରାଇବାଇ ? ଜନ୍ ଲକ୍କେ ମୁଇ ଦୁକ୍ ଦେଇରଇଲି, ସେ ସମାନ୍ ଲକ୍ ତମେ ଆକା ।
ଏଟା ସୁନି କରି ସେ ବେଣ୍ଡିଆ ମୁ ଉତ୍ରାଇଦେଇ ତେଇଅନି ଉଟିଗାଲା । କାଇକେ ବଇଲେ ସେ ଲକ୍ ବେସି ସାଉକାର୍ ରଇଲା ।
ଜଦି ଗଟେକ୍ ଲକ୍କେ ସାର୍ଦାର୍ ଦିନ୍ ଆଇଲାଆଚେ, ତେବେ, ତାର୍ ସଙ୍ଗ୍ ମିସି ସାର୍ଦା କରା, ଜଦି ଦୁକର୍ ଦିନ୍ ଆସିରଇଲେ, ସେ ଲକର୍ ସଙ୍ଗ ମିସି ଦୁକ୍ କରା ।
ଗଟେକ୍ ବାଗ୍ ଦୁକା ଅଇଲେ, ଆରି ଅଲ୍ଗା ବାଗ୍କେ ମିସା ଦୁକା ଅଇସି । ଗଟେକ୍ ବାଗ୍ ଡାକ୍ପୁଟା ଅଇଲେ, ସେମନ୍ ସବୁ ମିସି ସାର୍ଦା ଅଇବାଇ ।
ଏବେ ଆମେ ଜାଇଟା କଲୁନି, ସେ ବିସଇ ତମେ ଅଲପ୍ ଅଲପ୍ ବୁଜ୍ଲାସ୍ନି । ମାତର୍ ମୁଇ ଆସା କଲିନି, ସେଟା ତମେ ପୁରାପୁରୁନ୍ ବୁଜି ପାର୍ସା । ଜେନ୍ତାରି କି, ଆମର୍ ମାପ୍ରୁ ଜିସୁ ବାଉଡ୍ଲା ଦିନେ, ତମେ ଆମର୍ ଲାଗି ସାର୍ଦା କର୍ସା, ସେନ୍ତାରିସେ ଆମେ ମିସା ତମର୍ଲାଗି ସାର୍ଦା କର୍ବୁ ।
ଜଦି କିରିସ୍ଟର୍ ଲଗେ ରଇବା କାର୍ ବିସ୍ବାସ୍ ଉନା ଅଇସି ବଇଲେ ମକେ ମିସା ଦୁର୍ବଲ୍ ଲାଗ୍ସି । କେ ଜଦି ପାପ୍ କଲେ, ତାର୍ ଲାଗି ମୁଇ ବେସି ଦୁକ୍ କସ୍ଟ ପାଇଲିନି ।
ମର୍ ଚିଟିର୍ଲାଗି ତମେ ଦୁକ୍ ଅଇରଇଲେ ମିସା, ସେ ଚିଟି ତମ୍କେ ପାଟାଇଲି ବଲି, ମୁଇ ଦୁକ୍ କରିନାଇ । ସେ ଚିଟିର୍ ଲାଗି ତମେ ଚନେକର୍ ପାଇ ଦୁକ୍ କରିରଇଲାସ୍ ଜେ ଜାନିକରି, ମୁଇ ମିସା ଦୁକ୍ ଅଇରଇଲି, ଏଟା ସତ୍ ।