୨ୟ କରନ୍ତିୟ 2:3 - ସତିଅର୍ ବାଟ୍ ନୁଆ ନିୟମ୍ 20203 ସେଟାର୍ପାଇ ମୁଇ ତମ୍କେ ଚିଟି ଲେକିରଇଲି । ଜନ୍ ଲକ୍ମନ୍ ମକେ ସାର୍ଦା କରାଇବାର୍ ଆଚେ, ମୁଇ ଆଇଲେ ସେମନ୍ସେ ମକେ ଦୁକ୍ ଦେଅତ୍ ବଲି ମନ୍ କରିନାଇ । ମୁଇ ଜାନି, ମୁଇ ସାର୍ଦା ଅଇକରି ରଇଲେ, ତମେ ମିସା ସବୁଲକ୍ ସାର୍ଦା ଅଇରଇସା । အခန်းကိုကြည့်ပါ။ |
ମୁଇ ଚିନ୍ତାଇ ଆଚି ଜେ, ମୁଇ ଆରିତରେକ୍ ଆଇଲାବେଲେ, ତମର୍ ମୁଆଟେ ମକେ ପର୍ମେସର୍ ଲାଜ୍ କରାଇସି । ଆରି ମୁଇ ବେସି ଦୁକ୍ ଅଇବି । କାଇକେବଇଲେ, ଆଗେ ଜେତ୍କି ଲକ୍ ପାପ୍ କରି ଆଚତ୍ ବଲି ମୁଇ ଜାନିଆଚି । ସେମନ୍ ଏବ୍କେ ଜାକ ତାକର୍ କାରାପ୍ ଚଲାଚଲ୍ତିର୍ ଲାଗି ମାନି ଅଅତ୍ ନାଇ । ଜନ୍ଟାକି ନିଜର୍ କାରାପ୍ ମନ୍ କଲା ଇସାବେ ବଁଚ୍ବାଟା ଆରି ବେସିଆ କାମ୍ କର୍ବାଟା ।