8 ସେଟାର୍ପାଇ ତାକେ ଆରିତରେକ୍ ଆଲାଦ୍ କରା ବଲି ମୁଇ ତମ୍କେ ବାବୁଜିଆ କଲିନି ।
ଏବେ ତମେ ତାକେ କେମା ଦେଇକରି ସାଆସ୍ ଦେବାର୍ ଆଚେ । ସେନ୍ତାରି ନ କଲେ, ସେ ବେସି ଦୁକ୍ ଅଇକରି ତାର୍ ମନ୍ ବାଙ୍ଗିଜାଇସି ।
କାଇକେବଇଲେ ତମେ ବିସ୍ବାସର୍ ପରିକାତେଇ ଡାଟ୍ଅଇ ରଇଲାସ୍ କି ନାଇ, ଆରି ତମେ ମର୍ ଆଦେସ୍ ମାନ୍ଲାସ୍ନି କି ନାଇ ବଲି ଜାନ୍ବାକେ ମୁଇ ତମ୍କେ ଆଗ୍ତୁର୍ ସେ ଚିଟି ଲେକିରଇଲି ।
ଏ ବାଇବଇନିମନ୍, ନିୟମର୍ ଡଣ୍ଡେଅନି ମୁକ୍ଲାଇ ଅଇବାକେ ପର୍ମେସର୍ ତମ୍କେ ଡାକ୍ଲାଆଚେ । ମାତର୍ ଜାଗ୍ରତ୍, ଏବେ ଆରି ଗାଗଡର୍ ମନ୍ କର୍ବାଟା ସବୁ ପୁରାପୁରୁନ୍ କରିଅଇସି ବଲି କୁଆନାଇ । ମାତର୍ ଆଲାଦେଅନି ଚଲାଚଲ୍ତି ଅଇ ତମର୍ ବିତ୍ରେ ଗଟେକ୍ ଲକ୍ ଆରି ଗଟେକ୍ ଲକର୍ ସେବା କରା ।
ସେନ୍ତି ବଇଲେ ଜେତେକ୍ ତର୍ ବେଲା ପାଇଲୁନି, ସବୁବେଲା ସବୁର୍ସଙ୍ଗ୍, ଜନ୍ଲକ୍ମନ୍ ଆମର୍ ବିସ୍ବାସି କୁଟୁମେ ମିସ୍ଲାଇ ଆଚତ୍, ସେମନର୍ ପାଇ ନିମାନ୍ କର୍ବାର୍ ଆମର୍ ଦାଇତ୍ ।