9 କାଇକେବଇଲେ ତମେ ବିସ୍ବାସର୍ ପରିକାତେଇ ଡାଟ୍ଅଇ ରଇଲାସ୍ କି ନାଇ, ଆରି ତମେ ମର୍ ଆଦେସ୍ ମାନ୍ଲାସ୍ନି କି ନାଇ ବଲି ଜାନ୍ବାକେ ମୁଇ ତମ୍କେ ଆଗ୍ତୁର୍ ସେ ଚିଟି ଲେକିରଇଲି ।
ତମେ କିରିସ୍ଟର୍ ଆଦେସ୍ ସବୁ ମାନ୍ଲାଟା ଦେକାଇଲା ପଚେ, ତେଇ ରଇବା ଜେତ୍କି ସବୁ ବିସ୍ବାସିମନ୍, ଜନ୍ଲକ୍ମନ୍ କି ତାର୍ ଆଦେସ୍ ମାନ୍ବାକେ ମନ୍ କରତ୍ ନାଇ, ସେମନ୍କେ ଡଣ୍ଡ୍ ଦେବାକେ ଆମେ ଜାଗ୍ରତ୍ ଅଇକରି ରଇବୁ ।
ସେଟାର୍ପାଇ ମୁଇ ତମ୍କେ ଚିଟି ଲେକିରଇଲି । ଜନ୍ ଲକ୍ମନ୍ ମକେ ସାର୍ଦା କରାଇବାର୍ ଆଚେ, ମୁଇ ଆଇଲେ ସେମନ୍ସେ ମକେ ଦୁକ୍ ଦେଅତ୍ ବଲି ମନ୍ କରିନାଇ । ମୁଇ ଜାନି, ମୁଇ ସାର୍ଦା ଅଇକରି ରଇଲେ, ତମେ ମିସା ସବୁଲକ୍ ସାର୍ଦା ଅଇରଇସା ।
ମୁଇ ମନେ ମନେ ବେସି ଦୁକ୍ କସ୍ଟ ଅଇକରି ଆରି ମନେ ମନେ କାନ୍ଦି ଆସୁଜରାଇ କରି ଲେକି ରଇଲି, ଜେନ୍ତିକି ତମେ ଦୁକ୍ ଅଇରୁଆ ବଲିକରି ମୁଇ ବାବିନାଇ । କାଇକେବଇଲେ ମୁଇ ତମ୍କେ ବେସି ଆଲାଦ୍ କଲିନି । ଏଟା ଜେନ୍ତିକି ତମେ ଜାନିରୁଆ ।
ସେଟାର୍ପାଇ ତାକେ ଆରିତରେକ୍ ଆଲାଦ୍ କରା ବଲି ମୁଇ ତମ୍କେ ବାବୁଜିଆ କଲିନି ।
ବେସି ବଡ୍ ଦୁକ୍ କସ୍ଟ ପାଇ, ମୁର୍ଚି ରଇକରି, ତେଇ ସେମନ୍ ବେସି ସାର୍ଦା କଲାଇ । ତାକର୍ ସାର୍ଦା ଏତେକ୍ ବଡିଜାଇରଇଲା ଜେ ସେମନ୍ ଅର୍କିତ୍ ଅଇରଇଲେ ମିସା ତାକର୍ ବିସ୍ବାସି ବାଇମନର୍ ପାଇ ବେସି ବେସି ଦାନ୍ କଲାଇ ।
ସେମନ୍ ତେଇ କେଟ୍ଲେ ସରି ତମେ ଆଲାଦ୍ କରି ସେମନ୍କେ ଡାକିନିଆ । ଜେନ୍ତାରି କି ତମର୍ ଆଲାଦ୍ ସତ୍ ବଲି ସବୁ ବିସ୍ବାସିମନ୍ ଜାନ୍ବାଇ ଆରି ତମର୍ ବିସଇନେଇ ଆମେ ବଡ୍ପନ୍ ଅଇ ସବୁ କଇବାଟା, ସତ୍ ବଲି ଜାନ୍ବାଇ ।
ତେବର୍ ପାଇ, ଏ ମର୍ ଆଲାଦର୍ ମଇତର୍ମନ୍, ତମେ ଜେନ୍ତାରିକି, ମାପ୍ରୁର୍ ଆଦେସ୍ ମାନିକରି ରଇଆଚାସ୍, ଜାଗିରଇ ଡରିକରି ତମର୍ ମୁକ୍ତିର୍ କାମ୍ ପୁରାପୁରୁନ୍ କରା । ମୁଇ ରଇଲାବେଲେସେ ନାଇ, ମାତର୍ ମୁଇ ଦୁରିକେ ରଇଲେ ମିସା ଏଟା କରା ।
ତମେତା ଜାନିଆଚାସ୍, ତିମତି ନିଜ୍କେ ସତ୍ବାବେ କାମ୍ କର୍ବା ଲକ୍ ପାରା ଦେକାଇଅଇଆଚେ । ସେ ଜେନ୍ତିକି ଗଟେକ୍ ପଅ, ତାର୍ ବାବା ସଙ୍ଗ୍ ସେବା କର୍ସି, ସେନ୍ତାରିସେ ସେ ମର୍ସଙ୍ଗ୍ ସୁବ୍କବର୍ ଜାନାଇବା କାମେ ମିସିଆଚେ ।
ଏ ଚିଟିଲଗେ ତମ୍କେ ଜନ୍ କବର୍ପାଟାଇଲୁ ଆଚୁ, କେନ୍ତି ଆଲେ ତମର୍ ବିତ୍ରେଅନି କେ ମିସା ସେଟା ମାନ୍ବାକେ ମନ୍ ନ କରେ, ସେନ୍ତାରି ଲକ୍କେ ଚିନିରୁଆ ଆରି ତାର୍ସଙ୍ଗ୍ ମିସିବିଡି ରଇବାଟା ଚାଡି ଦିଆସ୍ ।
ଏଟା ଲେକ୍ଲାବେଲେ, ମୁଇ ଡାଟ୍ ସଙ୍ଗ୍ ଜାନିଆଚି, ମୁଇ ମାଙ୍ଗ୍ବା ବିସଇ ତୁଇ କର୍ସୁ ଆକା । ଦେକ୍ଲେ, ମାଙ୍ଗ୍ଲାତେଇଅନି ଅଦିକ୍ କର୍ସୁ ।