13 ଆମେ ମସାର୍ ପାରା ନାଇ, ସେ ମୁ ଡାବିଅଇ ରଇଲା । ଜେନ୍ତିକି, ଲିବି ଆଇତେରଇବା ଆରି ଇସ୍ରାଏଲର୍ ଲକ୍ମନ୍ ତେଇର୍ ମଇମା ଉନା ଅଇକରି ପୁରାପୁରୁନ୍ ଜିବାଟା ନ ଦେକତ୍ ।
ଜିସୁ ଆରିତରେକ୍ ସେ କାଣାଲକର୍ ଆଁକିତେଇ ଆତ୍ସଙ୍ଗ୍ ଚିଇଲା । ସେଦାପ୍ରେ ଅନି ତାର୍ ଆଁକି ନିମାନ୍ ଅଇଗାଲା ଆରି ପୁରାପୁରୁନ୍ ନିମାନ୍ ଦେକିପାର୍ଲା ।
କିରିସ୍ଟ ଆଇଲାତେଇଅନି ନିୟମ୍ ମାନ୍ବାଟା କାଇ ମୁଲିଅ ନାଇ । ଜେନ୍ତାରି କି ତାକେସେ ବିସ୍ବାସ୍ କଲେ, ମୁନୁସ୍ ପରମେସରର୍ ମୁଆଟେ ଦରମ୍ ଲକ୍ ବଲି ଏଜାଇ ଅଇସି ।
ମସାର୍ ନିୟମ୍ ପର୍ତମେ ଚେପ୍ଟା ପାକ୍ନାଇ ଲେକା ଅଇରଇଲା ଆରି ସେ ନିୟମ୍ ଦେଲାବେଲେ ପର୍ମେସରର୍ ମଇମା ଡିସ୍ତେରଇଲା । ମସାର୍ ମୁଏ ରଇଲା ସେ ମଇମା ଉନା ଉନା ଅଇଜାଇତେରଇଲା । ଅଇଲେ ମିସା ତାର୍ ଉଜଲର୍ପାଇ ଇସ୍ରାଏଲର୍ ଲକ୍ମନ୍ ତାର୍ ମୁଏ ଆଁକି ସଙ୍ଗଇ ନାପାର୍ତେରଇଲାଇ । ଜଦି ପର୍ମେସର୍ ମରନ୍ ଆନ୍ବା ସେ ନିୟମ୍ ମଇମା ସଙ୍ଗ୍ ପାଟାଇରଇଲା,
ଏ ସବୁ ନିୟମ୍ ପର୍ମେସର୍ ଆମ୍କେ ଦେବିବଲି କାତାଦେଇରଇବା ବିସଇର୍ ଚିନ୍ । ଏ ସବୁ ନିୟମର୍ ଚିନ୍ କିରିସ୍ଟର୍ଟାନେ ପୁରାପୁରୁନ୍ ସିଦ୍ ଅଇସି ।