୨ୟ କରନ୍ତିୟ 3:14 - ସତିଅର୍ ବାଟ୍ ନୁଆ ନିୟମ୍ 202014 ସେବେଲେ ଇସ୍ରାଏଲର୍ ଲକ୍ମନ୍ ନ ବୁଜ୍ତେରଇଲାଇ, ତାକର୍ ମନ୍ ଡାବ୍ଲା ପାରା ଅଇରଇଲା । ଆରି ସେମନ୍ ପୁର୍ନା ରାଜିନାମାର୍ ବଇମନ୍ ପଡ୍ଲାଇନି ଜେ ଏବ୍କେ ଜାକ ବୁଜତ୍ ନାଇ । ଜେଡେବେଲେ ଜାକ ସେମନ୍ କିରିସ୍ଟର୍ତେଇ ନ ମିସି ରଅତ୍, ସେ ବେଲା ଜାକ ତାକର୍ ମନର୍ ଡାବ୍ନା ନ ବେଟି ଅଏ । အခန်းကိုကြည့်ပါ။ |
ଏ ବାଇବଇନିମନ୍, ଏ ବିସଇଟାନେ ଗଟେକ୍ ଲୁଚିରଇଲା ସତ୍ ତମେ ବୁଜା ବଲି ମୁଇ ମନ୍ କଲିନି । ଆମେ ଜିଉଦିମନର୍ ଟାନେଅନି ବଡ୍ ଆଚୁ ବଲି ତମେ ବଡ୍ପନ୍ ନ ଅଇବାକେ, ଏଟା ତମ୍କେ ବୁଜାଇଲିନି । ଜିଉଦିମନର୍ କାତା ନ ମାନ୍ବାଟା, ବେସିଦିନ୍ ଜାକ ନ ରଏ । ମାତର୍ ଜେତ୍କି ଜିଉଦି ନ ଅଇଲା ଲକ୍ମନ୍କେ ପର୍ମେସର୍ ବାଚ୍ଲାଆଚେ, ସେମନ୍ ବିସ୍ବାସ୍ କର୍ବାଜାକ ସେଟା ରଇସି ।