10 ଆମେ ସବୁବେଲେ ଜିସୁର୍ ମରନ୍ ଆମର୍ ଗାଗ୍ଡେ ଏତାଇଲୁନି । ଜେନ୍ତିକି ଜିସୁର୍ ଜିବନ୍ମିସା ଆମର୍ ଗାଗ୍ଡେ ଡିସ୍ସି ।
ଚନେକ୍ ଗାଲେ ଦୁନିଆ ଆରି ମକେ ଦେକିନାପାରେ । ମାତର୍ ତମେ ଦେକ୍ସା, କାଇକେ ବଇଲେ ମୁଇ ସବୁବେଲେ ଜିବନ୍ ରଇବି, ଆରି ତମେ ମିସା ଜିବନ୍ ରଇସା ।
କାଇକେବଇଲେ ଆମେ ମରନେ ମିସି ତାର୍ ସଙ୍ଗ୍ ଗଟେକ୍ ଅଇଲୁ ଆଚୁ, ତାକେ ଆରିତରେକ୍ ଉଟ୍ବାତେଇ ମିସା, ତାର୍ ସଙ୍ଗ୍ ଗଟେକ୍ ଅଇକରି ରଇବୁ ।
ଆମେ ଜିସୁର୍ ସଙ୍ଗ୍ ମରିରଇଲାର୍ ପାଇ, ତାର୍ ସଙ୍ଗ୍ ମିସା ଜିବନ୍ ଅଇବୁ ବଲି ବିସ୍ବାସ୍ କଲୁନି ।
ସାସ୍ତରେ ଲେକାଆଚେ, “ତମର୍ଲାଗି ସବୁ ଦିନ୍ ଆମେ ମରନର୍ ମୁଆଟେ ଗାଲୁନି, ପୁଜ୍ବାକେ ନେଲା ମେଣ୍ଡାପିଲା ପାରା ଆମେ ବାଚି ଅଇଲୁ ଆଚୁ ।”
କାଇକେବଇଲେ ଜେନ୍ତିକି କିରିସ୍ଟର୍ତେଇ ମିସ୍ଲାର୍ପାଇ ଆମର୍ ଦୁକ୍, କସ୍ଟ ଅଦିକ୍ ଅଦିକ୍ ଅଇଆଚେ, ସେନ୍ତାରିସେ କିରିସ୍ଟର୍ ଲାଗି ଆମର୍ ଦୁକ୍ ସାରାଇବାଟା ମିସା ଅଦିକ୍ ଅଦିକ୍ ଅଇଲାନି ।
ଉଁ, ଆମ୍କେ ମରନ୍ ଆସି ଡାବିଅଇରଇଲା । ମାତର୍ ନିଜର୍ ନିଜର୍ ଉପ୍ରେ ଆସା ନ କରି, ଜନ୍ ପର୍ମେସର୍ ମଲା ଲକ୍ମନ୍କେ ଉଟାଇସି, ତାର୍ ଉପ୍ରେ ଆସା କର୍ବାକେ ଏ ସବୁ ଅଇଲା ।
କାଇକେବଇଲେ କୁର୍ସେ ଚଗାଇଲାବେଲେ ସେ ଦୁର୍ବଲ୍ ପାରା ଡିସ୍ଲେ ମିସା ପର୍ମେସରର୍ ବପୁସଙ୍ଗ୍ ସେ ବଁଚିଆଚେ । ସେନ୍ତାରିସେ କିରିସ୍ଟର୍ତେଇ ମିସି ରଇଲାର୍ପାଇ ଆମେ ମିସା ଦୁର୍ବଲ୍ ପାରା ଡିସ୍ଲୁନି । ମାତର୍ ପର୍ମେସରର୍ ବପୁ ସଙ୍ଗ୍ ଜିଇ ରଇବୁ ଆରି ତମର୍ ବିତ୍ରେ କର୍ବା ଜନ୍ କାମେ ମିସା ତାର୍ ବପୁ ରଇସି ।
ଆମେ ଜିସୁର୍ ସଙ୍ଗ୍ ରଇଲାର୍ ପାଇ ବଁଚ୍ବାଜାକ ମର୍ବା ବିପଦେ ଆଚୁ । ଜେନ୍ତିକି ଲକ୍ମନ୍ ଏ ମର୍ବା ଗାଗ୍ଡେ ଜିସୁ ବଁଚିରଇବାଟା ଦେକ୍ବାଇ ।
ସାରାସାରି ଏତ୍କି କଇଲିନି, ଆଜିଅନି ବୁଲ୍ ସିକିଆ ଦେଇକରି ମକେ ଆରି କେ ମିସା କସ୍ଟ ନ ଦେଅ, କାଇକେ ବଇଲେ ମୁଇ ଜିସୁର୍ ଗତିଦାଙ୍ଗ୍ଡା ବଲି ଦେକାଇବାକେ ମର୍ ଗାଗ୍ଡେ ତାର୍ କଣ୍ଡିଆ ଚିନ୍ ଆଚେ ।
ଏବେ ମୁଇ ସାର୍ଦାଅଇଆଚି । କାଇକେବଇଲେ ଜେତ୍କି ଦୁକ୍କସ୍ଟ ମୁଇ ମୁର୍ଚିକରିଆଚି, ସେଟା ତମର୍ ନିକପାଇ । ତାର୍ ବାଦୁଲେ ରଇକରି ଜେତ୍କି ଦୁକ୍କସ୍ଟ ମକେ ମୁରଚ୍ବାକେ କିରିସ୍ଟ ମନ୍ କଲାନି, ସେଟା ସବୁ ସାର୍ଦାସଙ୍ଗ୍ କଲିନି । ତାର୍ ଗାଗଡ୍ ପାରା ରଇବା ତାର୍ ମଣ୍ଡଲିର୍ ନିକପାଇ ମୁଇ ସେଟା କଲିନି ।
ଏ ବାକିଅ ସତ୍, ଜଦି ଆମେ ତାର୍ ସଙ୍ଗ୍ ମରିଜାଇଆଚୁ, ସେନ୍ତାର୍ ଆଲେ ଆମେ ତାର୍ସଙ୍ଗ୍ ବଁଚ୍ବୁ ମିସା,
ତାର୍ ବାଦୁଲେ, କିରିସ୍ଟ ଦୁକ୍ କସ୍ଟ ମୁର୍ଚିକରି ରଇଲାର୍ ପାରା ତମ୍କେ ମୁରଚ୍ବାକେ ଆଇଲେ, ସାର୍ଦା ଉଆ । ଜନ୍ ଦିନେ ସେ ତାର୍ ଡାକ୍ପୁଟା ଦେକାଇସି, ସେ ଦିନେ ତମେ ଅଦିକ୍ ସାର୍ଦା ଅଇସା ।
କିରିସ୍ଟର୍ ସିସ୍ ଅଇଲାର୍ ପାଇ ଲକ୍ମନ୍ ତମ୍କେ ନିନ୍ଦା କଲେ, ତମେ କେଡେକ୍ କରମର୍ ଲକ୍ ! କାଇକେବଇଲେ ବେସି ମଇମା ରଇବା ପର୍ମେସରର୍ ଆତ୍ମା ତମର୍ଟାନେ ଆଚେ ବଲି ଜାନିପାର୍ସା ।
ତାକେ ଦେକିକରି ମୁଇ ମଲାପାରା ଅଇକରି ତାର୍ ପାଦ୍ତଲେ ଅଦ୍ରି ଗାଲି । ତାର୍ ପଚେ ସେ ମର୍ ଉପ୍ରେ ତାର୍ ଉଜା ଆତ୍ ସଙ୍ଗଇ କରି କଇଲା, ଡର୍ନାଇ, ମୁଇସେ ଆରାମ୍ ମୁଇସେ ସେସ୍ ।