14 କାଇକେ ବଇଲେ ଆମେ ଜାନିଆଚୁ ପର୍ମେସର୍ ଜେ କି ମାପ୍ରୁ ଜିସୁକେ ଜିବନ୍ କରି ଉଟାଇଲା, ସେ ଆମ୍କେ ମିସା ମାପ୍ରୁ ଜିସୁର୍ ସଙ୍ଗ୍ ଉଟାଇସି । ଆରି ତମର୍ ସଙ୍ଗ୍ ଆମ୍କେ ମିସା ପର୍ମେସରର୍ ମୁଆଟେ ନେଇସି ।
ସେ ଦିନ୍ମନ୍କେ ଗଟ୍ବା ସବୁ ବିସଇ ଦେଇ, କାଇ ବିପଦ୍ ନ ଅଇ ଜିବାକେ ଆରି ପର୍ମେସର୍ ପାଟାଇରଇବା ନର୍ପିଲା ମର୍ ମୁଆଟେ ଟିଆ ଅଇବାକେ, ପାର୍ତନା କରି ଜାଗରତ୍ ଅଇରୁଆ ।”
ମାତର୍ ପରମେସର୍ ଜିସୁକେ ମଲାଟାନେଅନି ଆରି ତରେକ୍ ଉଟାଇଲା । ମରନର୍ ବପୁତେଇଅନି ତାକେ ମୁକ୍ଲାଇଲା । କାଇକେବଇଲେ କେ ମିସା ତାକେ ମରାଇକରି ସେ ଜାଗାଇ ସଙ୍ଗଇ ନାପାର୍ଲାଇ ।
ଏବେ ଏ ଜିସୁକେ ପରମେସର୍ ଜିବନ୍ ଦେଇ ଉଟାଇଆଚେ । ଆମେ ସବୁ ସେ ଗଟ୍ନାର୍ ସାକି ।
ଜଦି ତମର୍ ବିତ୍ରେ ଜିସୁକେ ମଲାତେଇଅନି ଉଟାଇଲା ପରମେସରର୍ ଆତ୍ମା ଆଚେ, ତେବେ ସେ ଆତ୍ମାର୍ ସାଇଜ ସଙ୍ଗ୍, ପରମେସର୍ ଜେ କି କିରିସ୍ଟକେ ମଲାତେଇଅନି ଉଟାଇଲା, ସେନ୍ତିସେ ତମର୍ କୁଇଜିବା ଗାଗଡ୍ ମିସା ଜିବନ୍ କର୍ସି ।
ପର୍ମେସର୍, ମାପ୍ରୁ ଜିସୁକେ ତାର୍ ନିଜର୍ ବପୁସଙ୍ଗ୍ ମଲାତେଇଅନି ଉଟାଇଲା । ସେନ୍ତାରିସେ ଆମ୍କେ ମିସା ଉଟାଇସି, ।
ମାପ୍ରୁ ତମର୍ ବିସଇନେଇ ମର୍ ଲକ୍ମନ୍ ମକେସେ ନାମିକରି ରଅତ୍ ବଲି ଦାରିଆଚେ । ସେନ୍ତିସେ ମୁଇ ମିସା ତମ୍କେ ପର୍ମେସର୍କେସେ ମନ୍ କରା ବଲି ଆସା କଲିନି । ସୁକଲ୍ ଅଇରଇବା ଗଟେକ୍ ଦାଙ୍ଗ୍ଡିପାରା ମୁଇ ତମ୍କେ ଗଟେକ୍ ଦାଙ୍ଗ୍ଡାର୍ ପାଇ ମାଙ୍ଗ୍ନି କଲିଆଚି । ସେ ଅଇଲାନି ନିଜେ କିରିସ୍ଟ ।
ମଣ୍ଡଲିକେ ତାର୍ ମୁଆଟେ ଆନ୍ଲାବେଲେ, ମଣ୍ଡଲି ଜେନ୍ତାରି କି, କାଇ ମୁର୍କି ନ ଅଇତେ, ଅସୁକଲ୍ ନଇତେ, କାଇ ଦସ୍ ନ ଅଇତେ ରଇ, ତାର୍ ବାଦୁଲେ ସୁକଲ୍ ଆରି ସିଦ୍ କାରାଇ ତାକେ ଟିଆ କରାଇସି ।
ମାତର୍ ଏବେ କିରିସ୍ଟ ନର୍ ରୁପ୍ ନେଇ ମଲାର୍ ପାଇ ସେ ତମ୍କେ ତାର୍ ମୁଆଟେ ସାନ୍ତି ସଙ୍ଗ୍ ଆଇବାକେ ଟିକ୍ କଲାଆଚେ । ତମେ ତାର୍ ମୁଆଟେ ଟିଆଅଇଲାବେଲେ ତମ୍କେ ପୁରାପୁରୁନ୍ ସୁକଲ୍ ଇସାବେ କାଇ ପାପ୍ ନ କରି, କାଇ ନିନ୍ଦା ନ ରଇଲା ଲକର୍ପାରା ସେ ଦେକ୍ସି ।
କିରିସ୍ଟର୍ ବିସଇ ରଇବା ଏ କବର୍ ଆମେ ସବୁକେ ଜାନାଇଲୁନି । ଆମେ ସବୁକେ ଜାଗ୍ରତ୍ କରାଇ, ସେ ଆମ୍କେ ଦେଇରଇବା ଗିଆନ୍ ସଙ୍ଗ୍ ସିକାଇଲୁନି । ଜେନ୍ତାରିକି ସେମନ୍ ତାର୍ ମୁଆଟେ ଟିଆଅଇଲାବେଲେ କିରିସ୍ଟର୍ସଙ୍ଗ୍ ମିସିରଇଲା ସବୁଲକ୍ ପୁରାପୁରୁନ୍ ସିଦ୍ ଅଇରଇବାଇ ।
କାଇକେବଇଲେ ଜିସୁ ମରିକରି ଆରିତରେକ୍ ଉଟିଆଚେ ବଲିକରି ଆମେ ବିସ୍ବାସ୍ କଲୁନି । ତେବେ ଆମେ ଡାଟ୍ ସଙ୍ଗ୍ ଜାନି ଆଚୁ କି, ଜନ୍ ଲକ୍ମନ୍ ଜିସୁକେ ବିସ୍ବାସ୍ କରି ମରିଆଚତ୍, ସେ ଆରିତରେକ୍ ଆଇଲେ ପର୍ମେସର୍ ତାର୍ ସଙ୍ଗ୍ ସେମନ୍କେ ଦାରିଜାଇସି ।
ବିସ୍ବାସ୍ ସଙ୍ଗ୍ ସରପ୍ଲା ପାର୍ତନା ଜରର୍ ଲକ୍କେ ନିମାନ୍ କରି ଉଟାଇସି । ଜଦିସେ ପାପ୍କରି ରଇସି ବଇଲେ ମାପ୍ରୁ ତାକେ କେମା କର୍ସି । ନିଜର୍ ନିଜର୍ ଲଗେ ପାପ୍ କଲାଟା ଜାନାଆ ଆରି ନିଜର୍ ନିଜର୍ ପାଇ ପାର୍ତନା କରା । ସେନ୍ତାର୍ କଲେ, ତମେ ନିକ ଅଇସା ।
ତମେ ଜେନ୍ତାରିକି ନ ଅଦର୍ତେ, ପର୍ମେସର୍ ତମ୍କେ ଦେକାରକା କର୍ସି । ସେ ଅଇଲାନି ମଇମା ପାଇବା ପର୍ମେସର୍ । କାଇ ଦସ୍ ନ ଦାରି ସାର୍ଦାସଙ୍ଗ୍ ତମ୍କେ ତାର୍ ମୁଆଟେ ଟିଆକରାଇବାକେ ତାର୍ ବପୁଆଚେ ।