୨ୟ କରନ୍ତିୟ 4:15 - ସତିଅର୍ ବାଟ୍ ନୁଆ ନିୟମ୍ 202015 ତେବର୍ପାଇ ଜେତ୍କି ସବୁ ସାଦ୍ନା ବାନ୍ଦ୍ନା ଆଇଲାନି, ସେ ସବୁ ବିସଇ ତମର୍ ମଙ୍ଗଲର୍ପାଇ ସେ ଅଇଲାନି । ପର୍ମେସରର୍ ଜିବନ୍ ଦୁକାଇଲାଟା ଅଦିକ୍ ଅଦିକ୍ ଅଇକରି ଲକ୍ମନର୍ଟାନେ କେଟ୍ସି, ଆରି ସେମନ୍ ସବୁଲକ୍ ତାକେ ଦନିଅବାଦ୍ ଦେବାଇ । အခန်းကိုကြည့်ပါ။ |
ଜନ୍ ଲକ୍ମନ୍ କବର୍ ଜାନାଇଲାଇନି, ଆମେ ପର୍ମେସରର୍ କବର୍ ଜାନାଇଲୁନି, ବଲି ଜାଗ୍ରତ୍ ରଇବାର୍ ଆଚେ । ଜନ୍ ଲକ୍ମନ୍ ତାକର୍ ବାଇବଇନିମନ୍କେ ସେବା କଲାଇନି, ଆମେ ପର୍ମେସର୍ ବପୁ ଦେଲାକେସେ, ସେବାକଲୁନି ବଲି ଏତାଅତ୍ । ତମେ କରିରଇବା ସବୁ କାମେ ଜିସୁକିରିସ୍ଟର୍ଟାନେଅନି ପର୍ମେସର୍ ଡାକ୍ପୁଟା ପାଅ । ସେ ଆକା କାଲ୍ କାଲ୍ ଜୁଗ୍ ଜୁଗ୍ ମଇମା ଆରି ବପୁ ପାଇସି । ଆମେନ୍ !