16 ତେବର୍ପାଇ ଆମେ ସାଆସ୍ ନ ଅଇରଇବା ଲକର୍ ପାରା ନ ଅଉଁ । କାଇକେବଇଲେ ଆମର୍ ବାଇରର୍ ଗାଗଡ୍ ମରିମରି ଆଇଲେ, ମିସା ବିତ୍ରେ ରଇବା ଲକ୍ ଦିନ୍କେ ଦିନ୍ ନୁଆ ଅଇ ଆଇଲାନି ।
ସବୁଦିନ୍ ଆମ୍କେ ଆମର୍ ଦର୍କାର୍ ରଇଲା କାଦି କାଇବାକେ ଦିଆ ।
ଏ ଜଗତେ ରଇବା ଲକ୍ମନର୍ ପାରା ଚଲାଚଲ୍ତି ଇସାବେ ଜିଉନା କାଉନା କରାନାଇ । ପରମେସର୍ ତମର୍ ମନ୍ ନୁଆକରି ବାଦ୍ଲାଅ । ସେନ୍ତି ଅଇଲେ ସେ ମନ୍ କର୍ବାଟା ବୁଜିପାର୍ସା । ଆରି ଜନ୍ ଚଲାଚଲ୍ତି ତାର୍ ମୁଆଟେ ନିକ, ସିଦ୍ ଆରି ତାକେ ସାର୍ଦା କରାଇସି, ସେଟା ଜାନି ପାର୍ସା ।
ପରମେସରର୍ ନିୟମ୍ ନାମ୍ବାକେ ମୁଇ ବେସି ମନ୍ କଲିନି,
ସେଟାର୍ପାଇ ଏ ମର୍ ଆଲାଦର୍ ବାଇବଇନିମନ୍, ଡାଁଟ୍ ଅଇକରି ରୁଆ । ମାପ୍ରୁ ଜିସୁକିରିସ୍ଟର୍ ସେବା କାମ୍ ଆବଡ୍ ଅଇକରି କରା । କାଇକେବଇଲେ ତମେ ଜାନାସ୍, ତାର୍ପାଇ ଜନ୍ କାମ୍ ସବୁ କର୍ସା, ସେଟା ସବୁ ଲଡାକେ ଆଇସି ।
ସତଇସେ ମର୍ ଜେତ୍କି ସବୁ ଆଚେ, ସେଟା ସବୁଜାକ ତମ୍କେ ଦେବାକେ ମୁଇ ସାର୍ଦା ଅଇବି । ଜେନ୍ତାରି କି ତମ୍କେ ସାଇଜ କର୍ବାକେ ମର୍ ଗାଗଡ୍ ମିସା ସର୍ପି ଅଇଦେବି । ତମର୍ ପାଇ ରଇବା ମର୍ ଆଲାଦ୍ ଅଦିକ୍ ଅଦିକ୍ ଅଇ ଆଇଲାନି, ମାତର୍ ମର୍ ପାଇ ରଇବା ତମର୍ ଆଲାଦ୍ ଉନା ଅଇ ଆଇଲାନି ।
ପର୍ମେସର୍ ତାର୍ ଜିବନ୍ ଦୁକାଇକରି ଆମ୍କେ ଏ ସେବାକାମ୍ ଦେଲାଆଚେ । ସେଟାର୍ପାଇ, ଆମେ ବପୁ ନଇଲା ଲକର୍ ପାରା କାମ୍ କରୁନାଇ ।
ମୁଇ ପାର୍ତନା କଲିନି ଜେନ୍ତିକି ସେ ତାର୍ ନ ସାର୍ବା ମଇମାଇଅନି, ତାର୍ ଆତ୍ମା ତମ୍କେ ବପୁ ଦେଇସି, ଜେନ୍ତିକି ତମର୍ ମନ୍ ଡାଟ୍ ଅଇସି ।
ତମେ ଚିନ୍ତା କର୍ବାଟା ପର୍ମେସର୍ ନୁଆକରି ବାଦ୍ଲାଇବାକେ ତାକେ ସର୍ପି ଦିଆସ୍ ବଲି ସିକାଇଲାଇ ଆଚତ୍ ।
ନୁଆ ଚଲାଚଲ୍ତି ଆରାମ୍କରି ଆଚାସ୍ । ପର୍ମେସର୍ ତମ୍କେ ଦେଇରଇବା ଏ ନୁଆ ଚଲାଚଲ୍ତିତେଇ ତମେ ତାର୍ ବିସଇ ଅଦିକ୍ ଅଦିକ୍ ଜାନ୍ସା ଆରି ତାର୍ପାରା ଅଦିକ୍ ଅଦିକ୍ ଅଇଆଇସା ।
ପାପର୍ ଡଣ୍ଡେଅନି ସେ ଆମ୍କେ ମୁକ୍ଲାଇଲା । ଆମେ ଦରମ୍ କାମ୍ କଲାର୍ପାଇ ସେ ଆମ୍କେ ଏନ୍ତି କରେନାଇ । ମାତର୍ ସେ ଆମ୍କେ ଜିବନ୍ ଦୁକାଇ ଦୟା ଦେକାଇଲାକେସେ । ସୁକଲ୍ ଆତ୍ମା ଦେଇକରି ସେ ଆମ୍କେ ରକିଆ କଲା । ଜେକି ଆମର୍ ସବୁ ପାପ୍ ଦଇକରି ନୁଆ ଜିବନ୍ ଦେଲା ।
ମାତର୍ ମନ୍ବିତ୍ରେ ସୁଆଲେ ରଇକରି ଆତ୍ମାଇ ସୁସାରେ ରଇବା ଗଟେକ୍ ମାଇଜି ପର୍ମେସର୍ ଦେକ୍ବା ଇସାବେ ସୁନ୍ଦର୍ । ସେନ୍ତାରି ସୁନ୍ଦର୍ ରଇବାଟା ବେସି ମୁଲିଅ ଆରି ସବୁଦିନର୍ପାଇ ରଇସି ।
କିରିସ୍ଟର୍ ସିସ୍ ଅଇଲାର୍ ପାଇ ଲକ୍ମନ୍ ତମ୍କେ ନିନ୍ଦା କଲେ, ତମେ କେଡେକ୍ କରମର୍ ଲକ୍ ! କାଇକେବଇଲେ ବେସି ମଇମା ରଇବା ପର୍ମେସରର୍ ଆତ୍ମା ତମର୍ଟାନେ ଆଚେ ବଲି ଜାନିପାର୍ସା ।