୨ୟ କରନ୍ତିୟ 4:4 - ସତିଅର୍ ବାଟ୍ ନୁଆ ନିୟମ୍ 20204 ଏ ଜଗତର୍ କାରାପ୍ ସାସନ୍କାରିଆ ତାକର୍ ମନ୍ ଆନ୍ଦାର୍ କରି ଦେଇଆଚେ ଜେ, ସେମନ୍ ବିସ୍ବାସ୍ କରତ୍ ନାଇ । ଜନ୍ ଉଜଲ୍ ତାକର୍ ଉପ୍ରେ ଉଜଲ୍ ଦେଲାନି, ସେଟା ନ ଦେକ୍ବାକେ ସେ ଆଗ୍ଟିଦେଲାନି । କିରିସ୍ଟର୍ ମଇମାର୍ ଉଜଲ୍ ତାର୍ ସୁବ୍କବରେଅନି ଆଇସି । କିରିସ୍ଟ ସମାନ୍ ପର୍ମେସରର୍ ପାରାସେ ଆଚେ । အခန်းကိုကြည့်ပါ။ |
ପର୍ମେସରର୍ ମଇମାର୍ ଉଜଲ୍ ମାପ୍ରୁ ଜିସୁର୍ଟାନେ ଡିସ୍ସି । ପର୍ମେସର୍ ଜେନ୍ତାରି ଆଚେ, ତାର୍ ପଅ ସେନ୍ତାରିସେ । ଜନ୍ ବପୁର୍ ବାକିଅ ପଅ କାତା ଅଇସି, ସେ ବାକିଅ ସଙ୍ଗ୍ ତିଆର୍କଲାଟା ସେ ସାସନ୍ କର୍ସି । ଆମର୍ ପାପର୍ ଲାଗି କେମା କରିସାରାଇଲା ପଚେ, ସେ ସର୍ଗେ ବାଅଡ୍ଲା । ଆରି ସବୁର୍ତେଇଅନି ବପୁ ରଇବା ପର୍ମେସରର୍ ଉଜାବାଟେ ସାସନ୍ କର୍ବାକେ ବସ୍ଲା ।