୨ୟ କରନ୍ତିୟ 4:6 - ସତିଅର୍ ବାଟ୍ ନୁଆ ନିୟମ୍ 20206 ପର୍ମେସର୍ ଜେ କି କଇଲା “ଉଜଲ୍ ଆନ୍ଦାରେ ଅନି ଉଜଲ୍ ଦେଇସି ।” ସେ ସମାନ୍ ପର୍ମେସର୍ କିରିସଟର୍ ମୁଏ ଅନି ତାର୍ ଉଜଲ୍ ଆମର୍ ବିତ୍ରେ ଉଜଲ୍ କରାଇଲା । ଜେନ୍ତାରି କି କିରିସ୍ଟ ତେଇ ରଇବା ପର୍ମେସରର୍ ମଇମା, ଆମେ ବୁଜି ପାର୍ବୁ । အခန်းကိုကြည့်ပါ။ |
ପର୍ମେସରର୍ ମଇମାର୍ ଉଜଲ୍ ମାପ୍ରୁ ଜିସୁର୍ଟାନେ ଡିସ୍ସି । ପର୍ମେସର୍ ଜେନ୍ତାରି ଆଚେ, ତାର୍ ପଅ ସେନ୍ତାରିସେ । ଜନ୍ ବପୁର୍ ବାକିଅ ପଅ କାତା ଅଇସି, ସେ ବାକିଅ ସଙ୍ଗ୍ ତିଆର୍କଲାଟା ସେ ସାସନ୍ କର୍ସି । ଆମର୍ ପାପର୍ ଲାଗି କେମା କରିସାରାଇଲା ପଚେ, ସେ ସର୍ଗେ ବାଅଡ୍ଲା । ଆରି ସବୁର୍ତେଇଅନି ବପୁ ରଇବା ପର୍ମେସରର୍ ଉଜାବାଟେ ସାସନ୍ କର୍ବାକେ ବସ୍ଲା ।
ମାତର୍ ଜନ୍ ଆଗ୍କେ ଗଟ୍ବା କାତା ସେମନ୍ କଇରଇଲାଇ, ସେଟା ସେମନର୍ ବଲ୍ପାଇ ନାଇ ମାତର୍ ତମର୍ ବଲ୍ପାଇ ବଲି ପର୍ମେସର୍ ସେମନ୍କେ ଜାନାଇଲା । ଆରି ଏବେ ସେଟା ପୁରାପୁରୁନ୍ ଅଇଲା । କାଇକେବଇଲେ ଜନ୍ ଲକ୍ମନ୍ ତମ୍କେ ସୁବ୍ କବର୍ ଜାନାଇଲାଇ ଆଚତ୍, ତମେ ସେ କାତା ସୁନିଆଚାସ୍ । ସର୍ଗେଅନି ପାଟାଇରଇବା ସୁକଲ୍ଆତ୍ମା ସେମନ୍କେ ବପୁଦେଲା । ଦୁତ୍ମନ୍ ମିସା ଏ ବିସଇ ଜାନ୍ବାକେ ମନ୍ କଲାଇ ।