୨ୟ କରନ୍ତିୟ 4:7 - ସତିଅର୍ ବାଟ୍ ନୁଆ ନିୟମ୍ 20207 ଆମେ ଗଟେକ୍ ମାଟି ଆଣ୍ଡି ପାରା । କାଇକେବଇଲେ ଆମ୍କେ ବପୁ ନ ରଇଲେ ମିସା ପର୍ମେସର୍ ତାର୍ ବେସି ମୁଲିଅ ରଇବା ବାକିଅ ଆମ୍କେ ସର୍ପି ଦେଲାଆଚେ । ଜେନ୍ତାରି କି ଆମ୍କେ ବପୁ ନ ରଇକରି ପର୍ମେସର୍କେସେ ବେସି ବପୁ ଆଚେ ବଲି ଲକ୍ମନ୍ ଜାନ୍ବାଇ । အခန်းကိုကြည့်ပါ။ |
ତମେ ଜେଡେବେଲେ ଡୁବନ୍ ନେବାକେ ପାନିଟାନେ ବୁଡ୍ଲାସ୍, ସେଟା ତମର୍ ପାପର୍ ଗୁନ୍ଚଲନ୍ କିରିସ୍ଟର୍ ସଙ୍ଗ୍ ମରିକରି ତପିଅଇଲାପାରା ଅଇରଇଲାସ୍ । ପାନିବିତ୍ରେଅନି ବାରଇଲାଟା ନୁଆ ଗୁନ୍ଚଲନ୍ ଦାରି କିରିସ୍ଟର୍ ସଙ୍ଗ୍ ଆରି ତରେକ୍ ଉଟ୍ଲାପାରା ଅଇଲା । ପର୍ମେସର୍ ତାର୍ ବପୁସଙ୍ଗ୍ ମଲାତେଇଅନି ଜିବନ୍କରି କିରିସ୍ଟକେ ଉଟାଇଲା ବଲି ତମେ ବିସ୍ବାସ୍ କଲାର୍ପାଇ ଏଟା ତମ୍କେ ଗଟ୍ଲା ।