8 ଆମେ ସବୁ ରକାମର୍ ଦୁକ୍କସ୍ଟ ଅଇକରି ଗାଲୁନି, ଏଲେ ମିସା କସ୍ଟ ପାଉ ନାଇ । କେବେ କେବେ କାଇଟା କର୍ବୁ ବଲି ଗିଆନ୍ ନ ରଇଲା ଲକର୍ପାରା ଅଇଲୁନି, ଅଇଲେମିସା ମନ୍ଦୁକ୍ କରୁ ନାଇ ।
ମୁଇ ଜେଡେବଲ୍ ଜିବି, ତମ୍କେ ଟୁରା ପିଲାମନର୍ ପାରା କରି ଚାଡି ନ ଜାଇ । ଆରିତରେକ୍ ତମର୍ ଲଗେ ବାଉଡି ଆଇବି ।
ଆମ୍କେ ପରିକା ଜାଇ ପରିକା ଆଇସି, ସେଟା ନୁଆ ବିସଇ ନଏଁ । କାଇକେବଇଲେ ସବୁବେଲେ ଏନ୍ତାରି ଲକ୍ମନ୍କେ ପରିକା ଆଇତେରଇସି । ମାତର୍ ପର୍ମେସର୍ ତାର୍ କାତାଇ ଡାଟ୍ ଆଚେ । ଆମ୍କେ ମୁର୍ଚି ନାପାର୍ଲା ପାରା ପରିକା ଅଇବାକେ ସେ ନ ଦେଏ । ପରିକା ଆଇବାବେଲେ ସେ ଆମ୍କେ ବପୁ ମିସା ଦେଇସି ଆରି ତେଇ ଅନି ରକିଆ ପାଇବା ବାଟ୍ ଦେକାଇସି ।
ସେଟାର୍ ପାଇ ମକେ କିରିସ୍ଟର୍ ଲାଗି ଜେତ୍କି ସବୁ ଗଟ୍ସି, ମୁଇ ସାର୍ଦା ଅଇ ରଇବି । ଜେନ୍ତିକି ମର୍ଗାଗଡ୍ ଦୁର୍ବଲ୍ ରଇଲେ ମିସା, ନିନ୍ଦା ପାଇଲେ ମିସା, ଦୁକ୍ କସ୍ଟ ଅଇରଇଲେ ମିସା, ଆରି ସାଦ୍ବାନ୍ଦ୍ ଅଇ ଦୁକ୍ କସ୍ଟ ପାଇଲେ ମିସା । କାଇକେବଇଲେ ଜେଡେବେଲେ ମୁଇ ଦୁର୍ବଲ୍ ଅଇଆଚି, ସେଡ୍କି ବେଲେ ମୁଇ ବପୁ ଅଇଆଚି ।
ତମର୍ପାଇ ବଲିକରି ଆମର୍ ଆଲାଦ୍ ଉନା ଅଏ ନାଇ । ମାତର୍ ଆମର୍ ପାଇ ରଇବା ତମର୍ ଆଲାଦ୍ ଉନା ଅଇଆଚେ ।
ତାର୍ ବାଦୁଲେ ଆମେ ଜାଇଟା କଲେ ମିସା ପର୍ମେସରର୍ ସେବାକାରିଆ ଇସାବେ କଲୁନି । ଜେନ୍ତିକି, କିରିସ୍ଟର୍ ଲାଗି ଉଡାସୁନ୍ବା ଟାନେ, ଦୁକ୍ କସ୍ଟ ଟାନେ, ଆମେ ସାଆସ୍ ଅଇ ମୁର୍ଚିକରି ଆଚୁ ।
ଆମେ ମାକିଦନିଆଇ ଆଇଲାପଚେ ମିସା ଚନେକ୍ ପୁଣ୍ଡୁନାଇ । କାଇକେବଇଲେ ତେଇ ଦୁକ୍ କସ୍ଟ ରଇଲା, କେତେଲକ୍ ଆମର୍ ବିରଦେ କଇ ଲାଗାଜଡା କଲାଇ । ଆମେ ମନ୍ ବିତ୍ରେ ବେସି ଡରିଜାଇତେ ରଇଲୁ ।
ଜେନ୍ତାରିକି ମୁଇ ଏବେ ତମର୍ ଲଗେ ରଇକରି ଦାକାପୁକା ନ କରି, ବିନ୍ ଇସାବେ କାତା ଅଇବାକେ ମନ୍ କଲିନି । କାଇକେବଇଲେ ମୁଇ ତମର୍ ବିସଇନେଇ ବେସି ଚିନ୍ତା କଲିନି ।