୨ୟ କରନ୍ତିୟ 5:10 - ସତିଅର୍ ବାଟ୍ ନୁଆ ନିୟମ୍ 202010 ଆମେ ସବୁଲକ୍ କିରିସ୍ଟର୍ ମୁଆଟେ ଆଇବାକେ ପଡ୍ସି । କାଇକେବଇଲେ ସେ ଆମର୍ କାମ୍ ବିଚାର୍ କର୍ସି । ଏ ଜଗତେ ରଇକରି ଆମେ ଜନ୍ଟା କଲୁଆଚୁ, ସେଟା ନିକ ଅ କି ନ ଅ, ସେ ଇସାବେ ଆମ୍କେ ଗଟେକ୍ ଗଟେକ୍ ଲକ୍କେ ବୁତି ମିଲ୍ସି । အခန်းကိုကြည့်ပါ။ |
ସେଟାର୍ପାଇ ତମେ କାକେ ମିସା କାଇ ବିସଇ ନେଇ ବିଚାର୍ କରାନାଇ । କାଇକେବଇଲେ ବିଚାର୍ନା କର୍ବାକେ ବେଲା ଅଏ ନାଇତା । ମାପ୍ରୁ ବିଚାର୍ନା କର୍ବାକେ ଆଇବାଜାକ ଜାଗା । ମାପ୍ରୁ ଆଇଲେ ଆକା ସାରାସାରି ବିଚାର୍ନା ଅଇସି । ସେ ଆନ୍ଦାର୍ ବିତ୍ରେ ଲୁଚ୍ତେ ରଇଲା ସବୁ ବିସଇ ଉଜଲେ ଦେକାଇ ଦେଇସି । ଆରି ଲକ୍ମନର୍ ମନ୍ ବିତ୍ରର୍ କାତା ସବୁ ଦେକାଇ ଦେଇସି । ସେଡ୍କି ବେଲେ ସବୁଲକ୍ ପର୍ମେସରର୍ ଟାନେଅନି ଲାଡ୍ ପାଇବାଇ ।