୨ୟ କରନ୍ତିୟ 5:12 - ସତିଅର୍ ବାଟ୍ ନୁଆ ନିୟମ୍ 202012 ଏଟା ସବୁ ଲେକିକରି ତମେ ଆମ୍କେ ଆରିତରେକ୍ ଏ ଲକ୍ ନିକ ବଲିକରି କୁଆଇଅଇବାକେ ଆମେ ମନ୍ କରୁନାଇ । ମାତର୍ ଆମେ ଆସା କର୍ବାଟା ଟିକ୍ ଆଚେ, ସେଟା ତମେ ଜାନା ବଲି ଆମେ ମନ୍ କଲୁନି । ଆରି ଜନ୍ ଲକ୍ମନ୍ ନିକ ଗୁନ୍ ନ ମାନିକରି, ବାଇରେ ଡିସ୍ବା ବିସଇଟାନେ ବଡ୍ପନ୍ ଅଇବାଇ, ସେମନ୍କେ ବୁଜାଇପାରାସ୍ । အခန်းကိုကြည့်ပါ။ |
ଆମେ ଆରିତରେକ୍ ନିଜ୍କେ ଉପର୍କେ ଉଟାଇବା କାତା କଇଲୁନି ବଲି ତମେ କୁଆ ନାଇ । ଆମେ ତେଇ ରଇବା କେତେଟା ଦରମ୍ ଗୁରୁମନର୍ ପାରା ନାଇ । ବିନ୍ ଲକର୍ ତେଇଅନି ଏ ଲକ୍ ନିକଟା ବଲି ଚିଟି ଆନ୍ଲେ, ତମେ ସେମନ୍କେ ଡାକି ନେଇସା, ଆରି ତମର୍ ଜାଗା ଚାଡିକରି ଗାଲେ, ଏ ଲକ୍ ନିକଟା ବଲିକରି ତମର୍ଟାନେଅନି ଏମନ୍ ଚିଟି ମାଙ୍ଗ୍ବାଇ । ଆମ୍କେ ସେନ୍ତାରି ଚିଟି ଦର୍କାର୍ ନାଇ ।