୨ୟ କରନ୍ତିୟ 5:15 - ସତିଅର୍ ବାଟ୍ ନୁଆ ନିୟମ୍ 202015 ସେ ସବୁ ଲକର୍ପାଇ ମଲାଆଚେ । ଜେନ୍ତି କି ଜନ୍ଲକ୍ମନ୍ ବଁଚି ଆଚତ୍, ସେମନ୍ ନିଜର୍ ପାଇ ନ ବଁଚତ୍ । ଜେ ତାକର୍ ପାଇ ମରିକରି ଜିବନ୍ ଅଇ ଉଟ୍ଲା, ଅବ୍କା ତାର୍ ପାଇସେ ବଁଚ୍ବାର୍ ଆଚେ । အခန်းကိုကြည့်ပါ။ |
ସେଟାର୍ ପାଇ ଏ ବାଇବଇନିମନ୍, ଆମର୍ ଉପ୍ରେ ପରମେସରର୍ ବଡ୍ ଜିବନ୍ଦୁକାନିର୍ ଲାଗି, ତମ୍କେ ମୁଇ ବାବୁଜିଆ କଲିନି, ପରମେସରର୍ ଲଗେ ଗଟେକ୍ ବଲି ଇସାବେ ନିଜର୍ ଜିବନ୍ ସର୍ପିଦିଆସ୍ । ଏନ୍ତାରି ବଲି ଅଇବାଟା ମର୍ବାକେ ନଏଁ, ମାତର୍ ତାର୍ ସେବାକର୍ବାକେ ନିଜେ ସର୍ପି ଅଇବାଟା । ସେନ୍ତି ଅଇଲେ ପର୍ମେସର୍ ସାର୍ଦା ଅଇସି । ପର୍ମେସର୍କେ ଏ ରକାମ୍ ଉପାସନା କର୍ବାର୍ ଆଚେ ।
ତମେ ଜେଡେବେଲେ ଡୁବନ୍ ନେବାକେ ପାନିଟାନେ ବୁଡ୍ଲାସ୍, ସେଟା ତମର୍ ପାପର୍ ଗୁନ୍ଚଲନ୍ କିରିସ୍ଟର୍ ସଙ୍ଗ୍ ମରିକରି ତପିଅଇଲାପାରା ଅଇରଇଲାସ୍ । ପାନିବିତ୍ରେଅନି ବାରଇଲାଟା ନୁଆ ଗୁନ୍ଚଲନ୍ ଦାରି କିରିସ୍ଟର୍ ସଙ୍ଗ୍ ଆରି ତରେକ୍ ଉଟ୍ଲାପାରା ଅଇଲା । ପର୍ମେସର୍ ତାର୍ ବପୁସଙ୍ଗ୍ ମଲାତେଇଅନି ଜିବନ୍କରି କିରିସ୍ଟକେ ଉଟାଇଲା ବଲି ତମେ ବିସ୍ବାସ୍ କଲାର୍ପାଇ ଏଟା ତମ୍କେ ଗଟ୍ଲା ।