୨ୟ କରନ୍ତିୟ 5:19 - ସତିଅର୍ ବାଟ୍ ନୁଆ ନିୟମ୍ 202019 ତେବେ ଆମେ ଏ ବିସଇ ଜାନାଇଦେଲୁନି, ଜେ କିରିସ୍ଟର୍ ଲାଗି ପର୍ମେସର୍ ସବୁ ମୁନୁସ୍ ଜାତିକେ ତାର୍ ନିଜର୍ ମଇତର୍ କରିପାର୍ସି । ଆରି ସେ ତାକର୍ ସବୁ ପାପ୍ କେମା କରିଦେଇସି । ବିନ୍ ଲକ୍ମନ୍କେ ମିସା ତାର୍ ମଇତର୍ କରାଇବା କାମ୍ ଆମ୍କେ ସର୍ପି ଦେଲାଆଚେ । အခန်းကိုကြည့်ပါ။ |
ଆମର୍ ବିସ୍ବାସ୍ଟାନେ କେ ନାଜାନ୍ଲା ପାରା ବିସଇ ଲୁଚିକରି ଆଚେ । ସେନ୍ତାରି ନଏଁ ବଲି କେ କଇନାପାରତ୍ । “ ଜିସୁକିରିସ୍ଟ ନର୍ ରୁପ୍ ଦାରି ଆଇଲା । ସେ ନିଜେ ପର୍ମେସରର୍ ପଅ ବଲି ସୁକଲ୍ ଆତ୍ମା କାତାଦେଲା ଆଚେ । ଦୁତ୍ମନ୍ ତାକେ ଦେକ୍ଲାଇ । ତାର୍ ବିସଇର୍ ସତ୍ କବର୍ ଗୁଲାଇ ରାଇଜେ ଜାନାଇଲାଇ । ସବୁ ଜାଗାର୍ କେତେକ୍ କେତକ୍ ଲକ୍ମନ୍ ତାକେ ବିସ୍ବାସ୍ କଲାଇ । ପର୍ମେସର୍ ତାକେ ସର୍ଗେ ନେଲା ।”