୨ୟ କରନ୍ତିୟ 5:6 - ସତିଅର୍ ବାଟ୍ ନୁଆ ନିୟମ୍ 20206 ସେଟାର୍ ପାଇ ଆମେ ସବୁବେଲେ ସାଆସ୍ ଅଇକରି ଆଚୁ । ଏ ସାର୍ବା ଗାଗ୍ଡେ ଆମେ ରଉ ରଉ, ମାପ୍ରୁ ରଇବା ଗରେ ଅନି ଦୁରିକେ ବାସା ଅଇଆଚୁ ବଲି ଜାନିଆଚୁ । အခန်းကိုကြည့်ပါ။ |
“ମୁଇ ଜଅନ୍, ତମର୍ ବିସ୍ବାସର୍ ଲାଗି ବାଇ ଅଇଲିଆଚି । ଜିସୁର୍ ସଙ୍ଗ୍ ଆମେ ମିସିଆଚୁକେ, ତାର୍ ରାଇଜେ ରଇବା ଲକ୍ମନର୍ପାଇ ଆସିରଇବା ସବୁ ଦୁକ୍ କସ୍ଟଟାନେ ମୁଇ ତମର୍ ସଙ୍ଗ୍ ମୁର୍ଚିକରି ଆଚି । ଚାରିବେଟ୍ତି ସମ୍ଦୁର୍ ରଇକରି ମଜାଇ ରଇବା ପାତ୍ମସ୍ ବଲି ଗଟେକ୍ ରାଇଜେ ମକେ ନେଇରଇଲା । ମୁଇ ପର୍ମେସରର୍ କାତା ଆରି ଜିସୁ ଦେଇରଇବା ସିକିଆ ଜାନାଇରଇଲିଜେ, ମକେ ସେନ୍ତାରି କଲା ।