ମାତର୍ ଜନ୍ଟା ଆମେ ଏବେ ଦେକ୍ଲୁନି, ସେଟା ଦର୍ପନେ ଦେକ୍ଲାପାରା ସେତେକ୍ ନିକ ଡିସେ ନାଇ । ମାତର୍ ଗଟେକ୍ ଦିନ୍ ଆଇସି, ଜେବେ କିରିସ୍ଟକେ ଆମର୍ ମୁଆଟେ ଦେକ୍ବୁ । ସେ ବେଲେ ଆମେ ନିକସଙ୍ଗ୍ ଜାନ୍ବୁ । ଏବେ ଆମେ ଉନା ବିସଇ ଜାନ୍ଲୁନି, ମାତର୍ ସେ ଦିନ୍ମନ୍କେ ଆମେ ପୁରାପୁରୁନ୍ ବାବେ ଜାନ୍ବୁ । ଜେନ୍ତାର୍ କି ପର୍ମେସର୍ ଆମ୍କେ ପୁରାପୁରୁନ୍ ବାବେ ଜାନେ ।