8 ଉଁ ଆମର୍ ବିସ୍ବାସ୍ ସବୁବେଲେ ଡାଁଟ୍ ଆଚେ । ଏ ସାରିଜିବା ଗାଗଡ୍ ଚାଡିକରି ମାପ୍ରୁର୍ ଗରେ ଜିବାକେ ବଲି ଆମେ ଜାନିଆଚୁ ।
ସାଉକାର୍ ସାର୍ଦା ଅଇ ତାକେ କଇଲା, “ ଟିକ୍ କରିଆଚୁସ୍, ତୁଇ ମର୍ କେଡେକ୍ ନିକ ଆରି ବିସ୍ବାସ୍ ରଇବା ଚାକର୍ ! ତମେ ବିସ୍ବାସ୍ ସଙ୍ଗ୍ ଉନା ଦନ୍ କାର୍ବାର୍ କରି ରଇଲାର୍ ପାଇ ତମ୍କେ ବେସି ଦନ୍ ଚାଡିଦେବି । ଆଉ ମର୍ ସଙ୍ଗ୍ ସାର୍ଦା କର୍ ।”
ସାଉକାର୍ କଇଲା, କେଡେକ୍ ନିକ ! ତୁଇ ମିସା ମର୍ ବଡିଆ ଚାକର୍ । ଉନା ଡାବୁ ମିସା ନିକକରି କାମେ ଲାଗାଇଲୁସ୍ । ଏବେ ତର୍ ଜିମାରେ ମୁଇ ବୁତେକ୍ ଦନ୍ ଦେବି । ଆଉ ମର୍ ସଙ୍ଗ୍ ସାର୍ଦା କର୍ ।
“ଏ ମାପ୍ରୁ ! ଏବେ ତୁଇ ନିଜର୍ ବାକିଅ ଇସାବେ ତର୍ ନିଜର୍ ଦାସ୍ ମକେ ସାନ୍ତିସଙ୍ଗ୍ ଜିବାକେ ଦେଲୁସ୍ନି !
ଜନ୍ ଲକ୍ ମର୍ ସେବା କର୍ବାକେ ମନ୍ କଲାନି, ସେ ମର୍ ସଙ୍ଗ୍ ଆସ । ମୁଇ ଜନ୍ ଜାଗାଇ ରଇବି, ମର୍ ସେବା କାମ୍ କର୍ବା ଲକ୍ମନ୍ମିସା ସେ ଜାଗାଇ ରଇବାଇ । ଆରି ସେ ମର୍ ଆରି ମର୍ ବାବା ପର୍ମେସରର୍ ସନ୍ମାନ୍ ପାଇସି ।”
ଆରି ମୁଇ ଜାଇ ତମର୍ ପାଇ ଜାଗା ଟିକ୍ କଲା ପଚେ, ଆରି ତରେକ୍ ବାଉଡି ଆସି ତମ୍କେ ମର୍ ସଙ୍ଗ୍ ଡାକିନେବି । ମୁଇ ଜନ୍ ଜାଗାଇ ରଇବି, ସେ ଜାଗାଇ ତମେ ମର୍ ସଙ୍ଗ୍ ରଇସା ।
ଏ ବାବା, ତମେ ମକେ ଜନ୍ ଲକ୍ମନ୍କେ ଦେଇଆଚାସ୍, ମୁଇ ଜନ୍ ଜାଗାଇ ରଇବି, ସେମନ୍ ମିସା ମର୍ ସଙ୍ଗ୍ ରଅତ୍ ବଲି ମନ୍ କଲିନି । ତେବେ ମକେ ଦେଇରଇବା ଡାକ୍ପୁଟା ସେମନ୍ ଦେକ୍ବାଇ । କାଇକେ ବଇଲେ ତମେ ଏ ଦୁନିଆ ତିଆର୍ କର୍ବା ଆଗ୍ତୁସେ ମକେ ଆଲାଦ୍ କରିଆଚାସ୍ ।
ମାତର୍ ପାଉଲ୍ କଇଲା, “ତମେ ଏଟା କାଇଟା କଲାସ୍ନି, କାଇକେ ଏନ୍ତି କାନ୍ଦାବୁବା ଅଇ ମର୍ ମନ୍ କିଲ୍ବିଲ୍ କଲାସ୍ନି ? ଜିରୁସାଲାମ୍ ଅବ୍କା ବାନ୍ଦାଇ ଅଇବାକେସେ ନାଇ, ମାତର୍ ମୁଇ ମାପ୍ରୁ ଜିସୁର୍ ପାଇ ମର୍ବାକେ ମିସା ରାଜି ଆଚି ।”
ସେଟାର୍ ପାଇ ଆମେ ସବୁବେଲେ ସାଆସ୍ ଅଇକରି ଆଚୁ । ଏ ସାର୍ବା ଗାଗ୍ଡେ ଆମେ ରଉ ରଉ, ମାପ୍ରୁ ରଇବା ଗରେ ଅନି ଦୁରିକେ ବାସା ଅଇଆଚୁ ବଲି ଜାନିଆଚୁ ।
ମାତର୍ ଏବେ ଆମେ ଜନ୍ତି ରଇଲେ ମିସା, ଏ ଜଗତେ ରଇଲେ କି, ପର୍ମେସର୍ ରଇବାଟାନେ ରଇଲେ ମିସା, ସେ ଜନ୍ଟା ଆମର୍ଟାନେଅନି ଆସା କଲାନି, ସେଟା ପୁରାପୁରୁନ୍ ଅ ବଲି ଆମେ ମନ୍ କଲୁନି ।
ଏ ମର୍ ଆଲାଦର୍ ମଇତର୍ମନ୍, ଏବେ ଆମେ ପର୍ମେସରର୍ ପିଲାଜିଲା ଅଇଆଚୁ । ପଚ୍କେ ଆମେ କେନ୍ତାର୍ ଅଇରଇବୁ ବଲି ଏବେଜାକ ନାଜାନୁ । ମାତର୍ ଜେଡେବେଲେ କିରିସ୍ଟ ଏଜଗତେ ବାଉଡି ଆଇସି, ସେବେଲେ ସେ ଜେନ୍ତାରି ଆଚେ, ସେନ୍ତାରି ତାକେ ଆମେ ଦେକ୍ବୁ । ଆମେ ମିସା ତାର୍ପାରା ଅଇଜିବୁ । ଏଟା ସତ୍ ।
ପର୍ମେସରର୍ ଅବିସାପ୍ ରଇବା କାଇଟାମିସା ସେ ନଅରେ ନ ଡିସେ । ପର୍ମେସରର୍ ଆରି ମେଣ୍ଡାପିଲାର୍ ବସ୍ବାଜାଗା ସେ ନଅରେ ରଇସି । ଆରି ତାର୍ ଦାଙ୍ଗ୍ଡାମନ୍ ତାକେ ଜୁଆର୍ କର୍ବାଇ ।