13 ନିଜର୍ ପିଲାମନ୍କେ କଇଲା ପାରା ତମ୍କେ କଇଲିନି, ଆମେ ଜେନ୍ତାରି କି ତମ୍କେ ଆଲାଦ୍ କଲୁନି, ସେନ୍ତାରିସେ ତମେ ଆମ୍କେ ଆଲାଦ୍ କରା ।
ସେଟାର୍ପାଇ ମୁଇ ତମ୍କେ କଇଲିନି, ତମେ ପାର୍ତନାଇ ଜନ୍ଟା ମିଲ୍ସି ବଲି ବିସ୍ବାସ୍ କରି ମାଙ୍ଗ୍ଲେ, ସେଟା ତମ୍କେ ମିଲ୍ସି ।
ବାଇମନ୍, ମୁଇ ତମ୍କେ ଜୁଆର୍ କରି କଇଲିନି, ମୁଇ ଜେନ୍ତାର୍ କଇଲିନି, ସେନ୍ତାରି ଜିଆ । ମୁଇ ଜିଉଦି ଅଇଲେ ମିସା ତମର୍ପାରା ଜିଉଦି ନଇଲା ଲକ୍ ପାରା ଅଇକରି, ମସାର୍ ନିୟମେଅନି ମୁକ୍ଲିଆଚି । ଆରି ତମେ ମକେ କାଇମିସା ଅନିଆଇ କରାସ୍ ନାଇ ।
ଏ ମର୍ ଆଲାଦର୍ ପିଲାମନ୍, ତମର୍ ବିତ୍ରେ କିରିସ୍ଟର୍ ପାରା ଚଲାଚଲ୍ତି ଅଇ ଆଇବାକେ, ମୁଇ ଆରିତରେକ୍ ଆତ୍ଗଡ୍ ସୁକ୍ ଅଇବା ପାରା ଦୁକ୍କସ୍ଟ ପାଇଲିନି ।
ତମେତା ଜାନାସ୍ । ବାବା ଜେନ୍ତି ନିଜର୍ ପିଲାମନ୍କେ ଚଲାଚଲ୍ତି କର୍ତା, ଆମେ ମିସା ସମାନ୍ ସେନ୍ତାରିସେ ଚଲାଚଲ୍ତି କରିରଇଲୁ ।
ଏ ମର୍ ପିଲାଟକି ପାରା ଅଇରଇବା ଲକ୍ମନ୍, ତମ୍କେ ମୁଇ ଏଟା ଲେକ୍ଲିନି । ଜେନ୍ତିକି ତମେ ପାପ୍ ନ କରାସ୍ । ମାତର୍ କେ ଜଦି ପାପ୍ କଲେ ଆମର୍ ବାବା ପର୍ମେସରର୍ ମୁଆଟେ ଟିଆଅଇରଇବା ଗଟେକ୍ ଲକ୍ ଆମର୍ ପାଇ ଗୁଆରି କଲାନି । ସେ ଅଇଲାନି ଜିସୁକିରିସ୍ଟ । ପର୍ମେସର୍ ଦେକ୍ବା ଇସାବେ ସେ ପୁରାପୁରୁନ୍ ସତ୍ଆଚେ ।
ଆଲାଦର୍ ପିଲାମନ୍, ଆମର୍ ଆଲାଦ୍ ଅବ୍କା କୁଆବଲାଇ ରଇବାର୍ ନାଇ । ଆମେ ସତ୍ସଙ୍ଗ୍ ଗଟେକ୍ ଲକ୍ ଆରିଗଟେକ୍ ଲକ୍କେ ଆଲାଦ୍ କର୍ବାର୍ ଆଚେ । ଜେନ୍ତାରିକି ପର୍ମେସର୍ ସତ୍ସଙ୍ଗ୍ ଆମ୍କେ ଆଲାଦ୍ କର୍ସି ।
ଏ ପିଲାଟକିମନ୍, ତମେ କାର୍ଟାନେଅନି ମିସା ନାଡାଇ ନ ଅଇବାକେ ଜାଗ୍ରତ୍ ଅଇରୁଆ । ପର୍ମେସର୍ ଦେକ୍ବା ଇସାବେ ଜନ୍ ଲକ୍ ଦରମ୍ କାମ୍ କର୍ବାଇ, ସେମନ୍କେସେ ଦରମ୍ ଲକ୍ ବଲି ଡାକ୍ସି । ସେନ୍ତାରି ଲକ୍ମନ୍ ପର୍ମେସର୍ ଦେକ୍ବା ଇସାବେ ଦରମ୍ । ଜେନ୍ତାରିକି କିରିସ୍ଟ ଦରମ୍ ରଇଲା ।
ମର୍ ପିଲାମନ୍ ସତ୍ ଇସାବେ ଚଲାଚଲ୍ତି କଲାଇନି ବଲି ସୁନ୍ଲାତେଇଅନି ଆରି କାଇ ବିସଇ ମକେ ସାର୍ଦା ନ କରାଏ ।