14 ତମେ ବିସ୍ବାସ୍ ନ କର୍ବା ଲକ୍ମନର୍ ସଙ୍ଗ୍ ମିସିକରି କାମ୍ କରାନାଇ । ସେ କାମ୍ କେବେମିସା ନ ଅଏ । କାଇକେବଇଲେ ସତ୍ ଆରି ମିଚ୍ ମିସାଇ ନ ଅଏ । ଉଜଲ୍ ଆରି ଆନ୍ଦାର୍ ନ ମିସତ୍ ।
ଏ ଦୁନିଆର୍ ଲକ୍ମନ୍ ତମ୍କେ ଗିନ୍ ନ କରତ୍, ମାତର୍ ମକେ ଗିନ୍ କର୍ବାଇ । କାଇକେ ବଇଲେ ସେମନ୍ କର୍ବା କାମ୍ମନ୍ କାରାପ୍ ବଲି ମୁଇ ଜାନାଇଲିନି ।
ପିତର୍ ଆରି ଜଅନ୍ ମୁକଲ୍ଲା ଦାପ୍ରେ ନିଜର୍ ଦଲେ ବାଉଡିଗାଲାଇ ଆରି ମୁକିଅ ପୁଜାରିମନ୍ ଆରି ପାର୍ଚିନ୍ମନ୍ ଜାଇଟା କଇରଇଲାଇ, ସେଟା ସେମନ୍କେ ଜାନାଇଲାଇ ।
ତମେ ଜଦି ମାପ୍ରୁର୍ କାଦିଟାନେ ମିସିଆଚାସ୍, ସେନ୍ତାର୍ଆଲେ ଡୁମାମନ୍କେ ପୁଜିରଇବା କାଦି ତମେ କାଇବାର୍ ନାଇ ।
ନାଡାଇ ଉଆନାଇ, କାରାପ୍ ଲକ୍ମନର୍ ସଙ୍ଗ୍, ସାଙ୍ଗ ଅଇଲେ ସେମନ୍ ତମର୍ ନିକ ଚଲାଚଲ୍ତି କର୍ବାଟା ନସାଇ ଦେବାଇ ।
ମୁଇ ଆଗ୍ତୁ ବେସିଆମନର୍ ସଙ୍ଗ୍ ନ ମିସ୍ବାକେ ଚିଟି ଲେକିରଇଲି ।
ଏଦେ ଦେକା ! ଏଟା କେନ୍ତାର୍ କଲାସ୍ନି ? ଗଟେକ୍ ବିସ୍ବାସି ବାଇ ଆରି ଗଟେକ୍ ବାଇର୍ ବିରୁଦେ ବିଚାର୍ନା ଗରେ ଗାଲାନି, ଆରି ସେ ବିଚାର୍ନା, ବିସ୍ବାସ୍ ନ କରୁମନ୍କେ ସର୍ପିଦେଲାସ୍ନି ।
ମୁନୁସ୍ ଜିବନ୍ ରଇବା ଜାକ, ମାଇଜି ବାନ୍ଦି ଅଇରଇସି । ଜଦି ମୁନୁସ୍ ମରିଜାଇସି, ତେବେ ମାଇଜି ମାପ୍ରୁକେ ବିସ୍ବାସ୍ କର୍ବା ଲକ୍କେ, କାକେ ମିସା ବିବା ଅଇପାର୍ସି ।
ଏନ୍ତାରିକଲେ, ତମେ କାରାପ୍ କାମ୍ କଲାସ୍ନି ବଲି ବିନ୍ଲକ୍ କାଇ ଦସ୍ ନ ଦାରତ୍ ଆରି ତମେ ସୁକଲ୍ ଅଇସା । ପାପ୍କରି କାରାପ୍ କାମ୍ କର୍ବା ଲକ୍ମନର୍ ମଜାଇ ପର୍ମେସରର୍ ସିଦ୍ ପିଲାଟକି ଇସାବେ ତମେ ରଇସା । ତାକର୍ ବିତ୍ରେ ଆନ୍ଦାର୍ ଜଗତେ ଉଜଲ୍ ଜଟକ୍ଲା ପାରା ତମର୍ ଚଲାଚଲ୍ତି ଡିସ୍ସି ।
ଏ ବିସ୍ବାସେ ବିସ୍ଦେବା ଲକ୍ମନ୍, ତମେ କାଇ ନାଜାନାସ୍ କି ଜଗତ୍କେ ଆଲାଦ୍ କରୁମନ୍ ପର୍ମେସରର୍ ସତ୍ରୁ ବଲିକରି ? ଜନ୍ଲକ୍ ଏ ଜଗତର୍ ଚଲାଚଲ୍ତି ଆଲାଦ୍ କର୍ବାଇ ସେମନ୍ ପର୍ମେସରର୍ ବିରଦି ।