୨ୟ କରନ୍ତିୟ 7:1 - ସତିଅର୍ ବାଟ୍ ନୁଆ ନିୟମ୍ 20201 ତେବର୍ପାଇ ଏ ମର୍ ଆଲାଦର୍ ମଇତର୍ମନ୍, ପର୍ମେସର୍ କାତା ଦେଇରଇବାଟା ସବୁ ଆମ୍କେ ସର୍ପିଆଚେ । ତେବର୍ପାଇ ଜନ୍ଟା ସବୁ ଆମର୍ ଗାଗଡ୍କେ ଆରି ଆତ୍ମାକେ ସୁକଲ୍ ନ କରାଏ, ସେଟା ସବୁ ଚାଡିଦେଉଁ । ପର୍ମେସର୍କେ ଡରିରଇକରି ପୁରାପୁରୁନ୍ ସୁକଲ୍ ଅଇରଉଁ । အခန်းကိုကြည့်ပါ။ |
ଚନେକର୍ ଆଇବା ଦୁକ୍କସ୍ଟ ମୁର୍ଚି ସାରାଇଲେ, ତମ୍କେ ପର୍ମେସର୍ କାଇ ଦସ୍ ନ ରଇବା, ତାର୍ ସିଦ୍ ଲକ୍ କରାଇସି । ତମର୍ ବିସ୍ବାସ୍ ଡାଟ୍ ଅଇବାକେ ସେ ତମ୍କେ ବପୁ ଦେଇସି । ଆରି ତମ୍କେ ନିକ କୁନାଦି ପାରା ତିଆର୍ କର୍ସି । କିରିସ୍ଟର୍ ସଙ୍ଗ୍ ମିସ୍ଲାର୍ପାଇ, ତାର୍ ନ ସାର୍ବା ମଇମାତେଇ ମିସ୍ବାକେ ତମ୍କେ ଡାକ୍ଲାଆଚେ । ସେ ତମ୍କେ ଜିବନ୍ ଦୁକାଇ ଦୟା କରି ଏ ସବୁ ବିସଇ କଲାଆଚେ ।