୨ୟ କରନ୍ତିୟ 7:10 - ସତିଅର୍ ବାଟ୍ ନୁଆ ନିୟମ୍ 202010 କାଇକେବଇଲେ ଜଦି ଗଟେକ୍ ଲକର୍ ଦୁକ୍ ପର୍ମେସରର୍ ମନ୍ କଲା ଇସାବେ ଆଇସି, ସେଟା ନିଜର୍ ପାପ୍ କଲାଟା ମାନିଅଇକରି, ମନ୍ ବାଉଡାଇବାକେ ଲଡାକେ ଆଇସି । ତେଇ କାଇ ମିସା ଦୁକ୍ ନାଇ । ମାତର୍ ମୁନୁସ୍ମନର୍ ଟାନେଅନି ଅଇବା ଦୁକ୍ ମରନ୍ବାଟେ ଡାକିନେଇସି । အခန်းကိုကြည့်ပါ။ |
ମୁଇ ଚିନ୍ତାଇ ଆଚି ଜେ, ମୁଇ ଆରିତରେକ୍ ଆଇଲାବେଲେ, ତମର୍ ମୁଆଟେ ମକେ ପର୍ମେସର୍ ଲାଜ୍ କରାଇସି । ଆରି ମୁଇ ବେସି ଦୁକ୍ ଅଇବି । କାଇକେବଇଲେ, ଆଗେ ଜେତ୍କି ଲକ୍ ପାପ୍ କରି ଆଚତ୍ ବଲି ମୁଇ ଜାନିଆଚି । ସେମନ୍ ଏବ୍କେ ଜାକ ତାକର୍ କାରାପ୍ ଚଲାଚଲ୍ତିର୍ ଲାଗି ମାନି ଅଅତ୍ ନାଇ । ଜନ୍ଟାକି ନିଜର୍ କାରାପ୍ ମନ୍ କଲା ଇସାବେ ବଁଚ୍ବାଟା ଆରି ବେସିଆ କାମ୍ କର୍ବାଟା ।