୨ୟ କରନ୍ତିୟ 7:13 - ସତିଅର୍ ବାଟ୍ ନୁଆ ନିୟମ୍ 202013 ସେଟାର୍ପାଇ ତମେ ଆମ୍କେ ବେସି ସାର୍ଦା କରାଇଲାସ୍ । ଅବ୍କା ଆମେସେ ସାର୍ଦା ଅଇଲୁ ସେତ୍କି ନଏଁ, ମାତର୍ ତିତସ୍ ସାର୍ଦା ଅଇଲାଟା ଦେକିକରି ମିସା ଆମେ ସାର୍ଦା ଅଇଲୁ । ତମେ ସବୁ ତାକେ ସାର୍ଦା କରାଇଲାକେ ସେ ମିସା ସାର୍ଦା ଅଇରଇଲା । အခန်းကိုကြည့်ပါ။ |