୨ୟ କରନ୍ତିୟ 7:14 - ସତିଅର୍ ବାଟ୍ ନୁଆ ନିୟମ୍ 202014 ତିତସ୍ ତମର୍ଟାନେ ନ ଆଇବା ଆଗ୍ତୁ, ମୁଇ ତମର୍ ବିସଇ ବଡ୍ପନ୍ ଅଇକରି ତାକେ କଇରଇଲି । ସେ ତମର୍ଟାନେ ଆଇଲାକେ ମୁଇ ବଡ୍ପନ୍ ଅଇକରି ସବୁ କଇଲାଟା ସତ୍ ବଲି ଜାନ୍ଲା । ତମେ ମକେ ଲାଜ୍ କରାସ୍ ନାଇ । ମୁଇ ତମ୍କେ ଜାଇଟା ସବୁ କଇଲି ଆଚି, ସେଟା ସତ୍ । ଆରି ତିତସ୍କେ ଜାଇଟା କଇରଇଲି ସେଟା ମିସା ସତ୍ ବଲି ଜାନାପଡ୍ଲାନି । အခန်းကိုကြည့်ပါ။ |
ମୁଇ ଜଦି ବଡ୍ପନ୍ ଅଇ କାତା ଅଇବାକେ ମନ୍ କଲେ, ସେଟା ବୁଦି ନ ରଇଲା ଲକ୍ ବଡ୍ପନ୍ ଅଇଲାପାରା ନ ଅଏ । ମୁଇ କଇବାଟା ସବୁ ସତ୍ । ମାତର୍ ମୁଇ ବଡ୍ପନ୍ ଅଇକରି କାତା ନ ଅଇ । କାଇକେବଇଲେ ଲକ୍ମନ୍ କେଡେବେଲେ ମିସା ମକେ ମୁଇ ଜେତ୍କି ଆଚି, ତାର୍ତେଇଅନି ଅଦିକ୍ ଗଟେକ୍ ବଡ୍ ଲକ୍ ଇସାବେ ଦେକ୍ବାଇ । ମୁଇ କର୍ବା କାମ୍ ଦେକିକରି ଆରି ମୁଇ କଇବା କାତା ସୁନିକରିସେ ସେମନ୍ ମାନ୍ବାଇ ।