16 ତମର୍ଟାନେ ମର୍ ପୁରାପୁରୁନ୍ ଆସା ଆଚେ ବଲିକରି ମୁଇ ବେସି ସାର୍ଦା ଅଇଲିନି ।
ସତଇସେ ଜାନିଆଚାସ୍ ଜେ, ତମେ କାଣାକେ ବାଟ୍ଦେକାଇବା ଲକ୍, ଆନ୍ଦାରେ ରଇବା ଲକ୍ମନର୍ ପାଇ ଉଜଲ୍ ପାରା ।
ସେଟାର୍ପାଇ ମୁଇ ତମ୍କେ ଚିଟି ଲେକିରଇଲି । ଜନ୍ ଲକ୍ମନ୍ ମକେ ସାର୍ଦା କରାଇବାର୍ ଆଚେ, ମୁଇ ଆଇଲେ ସେମନ୍ସେ ମକେ ଦୁକ୍ ଦେଅତ୍ ବଲି ମନ୍ କରିନାଇ । ମୁଇ ଜାନି, ମୁଇ ସାର୍ଦା ଅଇକରି ରଇଲେ, ତମେ ମିସା ସବୁଲକ୍ ସାର୍ଦା ଅଇରଇସା ।
ଆମେ ଜେତ୍କି ସବୁ ଆଦେସ୍ ଦେଲେ ମିସା ତମେ ସେଟା କଲାସ୍ନି, ଆରି କର୍ସା ମିସା । ଏଟା ମାପ୍ରୁର୍ ଟାନେ ତମର୍ ବିସଇ ନେଇ ଆମେ ଡାଟ୍ସଙ୍ଗର୍ ବିସ୍ବାସ୍ ।
ଏଟା ଲେକ୍ଲାବେଲେ, ମୁଇ ଡାଟ୍ ସଙ୍ଗ୍ ଜାନିଆଚି, ମୁଇ ମାଙ୍ଗ୍ବା ବିସଇ ତୁଇ କର୍ସୁ ଆକା । ଦେକ୍ଲେ, ମାଙ୍ଗ୍ଲାତେଇଅନି ଅଦିକ୍ କର୍ସୁ ।
ତେବେ ଏଟାର୍ଲାଗି କିରିସ୍ଟର୍ ପାଇ ଗଟେକ୍ ବାଇ ଇସାବେ ତକେ ତିଆର୍ବାକେ ମର୍ ପୁରାପୁରୁନ୍ ଅଦିକାର୍ ଆଚେ ।