୨ୟ କରନ୍ତିୟ 7:2 - ସତିଅର୍ ବାଟ୍ ନୁଆ ନିୟମ୍ 20202 ତମେ ଆମ୍କେ ଅଦିକ୍ ଆଲାଦ୍ କର୍ବା ଦର୍କାର୍ । ଆମେ ତମର୍ ବିରୁଦେ କାଇ ଦସ୍ କରୁନାଇ । ଆମେ କାକେ ନସ୍ଟ କରୁନାଇ, କି କାକେ ନାଡାଉ ନାଇ । အခန်းကိုကြည့်ပါ။ |
ବାଇମନ୍ ଆମେ ବଡ୍ପନ୍ ଅଇକରି କଇବା ଗଟେକ୍ କାତା ଆଚେ । ସେଟା ଆମେ ସତ୍ ବଲି ଜାନ୍ଲୁନି ଆରି ସେଟା ଅଇଲାନି, । ସବୁଲକର୍ଟାନେ ଆରି, ତମର୍ଟାନେ ମିସା ଆମର୍ ଚଲାଚଲ୍ତି ସୁକଲ୍ ଆରି ଦରମ୍ ଆଚେ । ଏଟା ଆମର୍ ବିବେକ୍ ସାକି ଦେଲାନି । ଲକ୍ମନର୍ ଗିଆନ୍ ଇସାବେ ଆମେ କରୁନାଇ, ମାତର୍ ପର୍ମେସରର୍ ଜିବନ୍ ଦୁକାଇଲା ବପୁର୍ ସଙ୍ଗ୍ ଏ ସବୁଜାକ କଲୁନି ।
ଆମେ ଲୁଚ୍ତେ ରଇବା କାମ୍ କି ଲାଜ୍ କରାଇବା କାମ୍ କରୁନାଇ । ଆମେ ଲକ୍ମନ୍କେ ନାଡାଉ ନାଇ । ଆମେ ଜାନାଇତେରଇବା ମାପ୍ରୁର୍ ବାକିଅ ତେଇ ମିଚ୍ ସିକିଆ ମିସାଉ ନାଇ । ମାତର୍ ସବୁଲକ୍ ବୁଜ୍ଲାପାରା ସତ୍ ସିକିଆ ଦେଲୁନି । ଜେନ୍ତାର୍ କି, ମୁଇ କଇଲା ବାକିଅ ଲକ୍ମନ୍ ତାକର୍ ବିବେକ୍ଟାନେ ସତ୍ ବଲି ଜାନ୍ବାଇ । ଆମେ କର୍ବା ସବୁ କାମ୍ ପର୍ମେସରର୍ ମୁଆଟେ ଆଚେ ।