5 ଆମେ ମାକିଦନିଆଇ ଆଇଲାପଚେ ମିସା ଚନେକ୍ ପୁଣ୍ଡୁନାଇ । କାଇକେବଇଲେ ତେଇ ଦୁକ୍ କସ୍ଟ ରଇଲା, କେତେଲକ୍ ଆମର୍ ବିରଦେ କଇ ଲାଗାଜଡା କଲାଇ । ଆମେ ମନ୍ ବିତ୍ରେ ବେସି ଡରିଜାଇତେ ରଇଲୁ ।
ଗଣ୍ଡ୍ଗଲ୍ ବନ୍ଦ୍ ଅଇଲା ପଚେ, ପାଉଲ୍ ବିସ୍ବାସିମନ୍କେ ଗଟେକ୍ତେଇ ରୁଣ୍ଡାଇ ସାର୍ଦାର୍ କାତା ସୁନାଇଲା । ସେମନ୍କେ ଜିବିବେ ବଲି କଇ, ତେଇଅନି ବାରଇ ମାକେଦନିଆଇ ଗାଲା ।
ମାକିଡନିଆ ଆରି ଗିରିସର୍ ଆକାୟାତେଇ ରଇବା ବିସ୍ବାସିମନ୍ ଜିରୁସାଲାମେ ରଇବା ଅର୍କିତ୍ ବିସ୍ବାସିମନର୍ପାଇ ଏ ସାଇଜ ପାଟାଇବାଟା ନିକ ରଇସି ବଲି ବାବ୍ଲାଇ ।
ଏ ମର୍ ବାଇବଇନିମନ୍ ଦିନ୍କେ ଦିନ୍, ଲକ୍ମନ୍ ମକେ ମରାଇବାକେ ଚେସ୍ଟା କଲାଇନି । ମୁଇ ଏଟା କାଇକେ କଇଲିନି ବଇଲେ, ତମର୍ଟାନେ ମର୍ ଜନ୍ ବଡ୍ପନ୍ ଆଚେ, ଆରି ଆମର୍ ମାପ୍ରୁ ଜିସୁକିରିସ୍ଟର୍ ଟାନେ ଆମର୍ ଜିବନ୍ ମିସିରଇଲାଜେ ମୁଇ କଇଲିନି ।
ମାତର୍ ମୁଇ ଏବେ ମାକିଦନିଆଇ ଗାଲିନି । ତେଇଅନି ଜାଇ ଆଇଲେ ତମର୍ ଲଗେ ଆଇବି ।
ମାତର୍ ଆମର୍ ବାଇ ତିତସ୍କେ ବେଟ୍ ନ ଅଇଲି ଜେ ମର୍ ମନେ ମନେ ବେସି ଚିନ୍ତା ରଇଗାଲା । ତେବର୍ ପାଇ ମୁଇ ତେଇର୍ ଲକ୍ମନ୍କେ ଗାଲିନିବେ ବଲି ତେଇଅନି ମାକିଦନିଆଇ ଉଟିଗାଲି ।
ସେଟାର୍ପାଇ ମୁଇ ତମ୍କେ ଚିଟି ଲେକିରଇଲି । ଜନ୍ ଲକ୍ମନ୍ ମକେ ସାର୍ଦା କରାଇବାର୍ ଆଚେ, ମୁଇ ଆଇଲେ ସେମନ୍ସେ ମକେ ଦୁକ୍ ଦେଅତ୍ ବଲି ମନ୍ କରିନାଇ । ମୁଇ ଜାନି, ମୁଇ ସାର୍ଦା ଅଇକରି ରଇଲେ, ତମେ ମିସା ସବୁଲକ୍ ସାର୍ଦା ଅଇରଇସା ।
କାଇକେବଇଲେ ତମେ ବିସ୍ବାସର୍ ପରିକାତେଇ ଡାଟ୍ଅଇ ରଇଲାସ୍ କି ନାଇ, ଆରି ତମେ ମର୍ ଆଦେସ୍ ମାନ୍ଲାସ୍ନି କି ନାଇ ବଲି ଜାନ୍ବାକେ ମୁଇ ତମ୍କେ ଆଗ୍ତୁର୍ ସେ ଚିଟି ଲେକିରଇଲି ।
ମୁଇ ତମର୍ ପାଇ ବେସି ଚିନ୍ତା କଲିନି । ତମର୍ପାଇ ମର୍ ସବୁ କାମ୍ ବେକାର୍ ଅଇଲା କି ?
ଏଟାର୍ପାଇ ତମର୍ ବିସଇ ନାଜାନିକରି ମୁଇ ରଇ ନାପାର୍ଲି । ତମେ ବିସ୍ବାସେ ଆଚାସ୍ କି ନାଇ ଚିନ୍ତାକରି ମୁଇ ତିମତିକେ ପାଟାଇଲି । ଏଟାର୍ପାଇ ବଲି କେଡେବେଲେ ସଇତାନ୍ ତମ୍କେ ପରିକା କରି ଆମେ ଆବଡ୍ ଅଇ କଲାଟା ଚୁଚାଇ ଜାଇସି ବଲି ଡର୍ତେ ରଇଲି ।